ଭଦ୍ରକ ଅଫିସ,୬ା୫: ନିଖିଳ ଉତ୍କଳ ଶିକ୍ଷକ ସଂଘ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଭଦ୍ରକ ପକ୍ଷରୁ ୩୧ ହଜାର ଟଙ୍କା ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କୁ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ କୋଭିଡ୍ ମୁକାବିଲା ପାଇଁ ଏହି ଟଙ୍କା ପ୍ରଦାନ କରାଯାଇଥିବା କୁହାଯାଇଛି।
ଭଦ୍ରକ ଅଫିସ,୬ା୫: ନିଖିଳ ଉତ୍କଳ ଶିକ୍ଷକ ସଂଘ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଭଦ୍ରକ ପକ୍ଷରୁ ୩୧ ହଜାର ଟଙ୍କା ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କୁ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ କୋଭିଡ୍ ମୁକାବିଲା ପାଇଁ ଏହି ଟଙ୍କା ପ୍ରଦାନ କରାଯାଇଥିବା କୁହାଯାଇଛି।
ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…
ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର…
ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ…
ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…
ଥୁଆମୂଳ ରାମପୁର,୧୫।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ର ଜଣେ ଶ୍ରମିକ ଦିନ ମଜୁରିଆଙ୍କ ପୁଅ ତୁଷାର ବାଗ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍ଏଫ୍)ରେ…
ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…
ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…
ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…