ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନିଉଟନ୍‌ କଲେଜ ଦେଲା ୨ଲକ୍ଷ ଟଙ୍କା

ସମ୍ବଲପୁର, ୬।୪ (ବ୍ୟୁରୋ)- କରୋନା ଭୂତାଣୁ ମୁକାବିଲା କରିବାକୁ ରାଜ୍ୟ ଓ ଦେଶରେ ତତ୍ପରତା ପ୍ରକାଶ ପାଇଛି । ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତିବିଶେଷ ରାଜ୍ୟ ସରକାରଙ୍କୁ କରୋନା ମୁକାବିଲା ପାଇଁ ଅର୍ଥ ପ୍ରଦାନ କରୁଛନ୍ତି । ଏହିକ୍ରମରେ ସମ୍ବଲପୁର ଦେବେଇପାଲିସ୍ଥିତ ନିଉଟନ୍‌ ଯୁକ୍ତ ୨ ବିଜ୍ଞାନ କଲେଜ ୨ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରିଛି। ଏନେଇ କଲେଜ ଅଧ୍ୟକ୍ଷ ଡ. ତେଜେରାଜ ପାତ୍ର ସୂଚୀତ କରିଛନ୍ତି । ସେହିପରି ମହାନଗର ନିଗମ ସହିତ ଯୋଗାଯୋଗ କରି ପରାମର୍ଶକ୍ରମେ ପ୍ରାୟ ୩ଶହ ଜଣଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ କରାଯାଉଛି । ସେଣ୍ଟଯୋସେଫ ସ୍କୁଲ, ସାକ୍ଷୀପଡା, ଡିୟର୍‌ ପାର୍କ, ଷ୍ଟାଡିୟମ ପଛପଟ, ଧନକଉଡା ବ୍ଲକ ଅଞ୍ଚଳର ପିଡିଏସ ସାମଗ୍ରୀ ପାଇ ନ ଥିବା ପରିବାରଙ୍କୁ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ମାନହାନି ମାମଲା, ଭିଡିଓ ଶେୟାର କରିବା ପଡିଲା ମହଙ୍ଗା!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହି ପୁଣିଥରେ ଆଇନଗତ ବିବାଦରେ ଫସିଛନ୍ତି। ଗୁଜରାଟର ଗାନ୍ଧୀନଗର ଅଦାଲତରେ ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ସିଭିଲ…

ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍

ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍‌ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ,…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଦେଲେ ହାଇକୋର୍ଟ, ପିଏମ୍‌ ମୋଦିଙ୍କୁ ନେଇ…

ନୂଆଦିଲ୍ଲୀ, ୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମନ୍ତବ୍ୟକୁ ନେଇ ଚାଲିଥିବା ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଲାଗିଛି। ମଙ୍ଗଳବାର (ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri