ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ଛେଣ୍ଡିପଦା,୨୧।୪(ସ୍ବ.ପ୍ର.)

ଛେଣ୍ଡିପଦାର ଅବସରପ୍ରାପ୍ତ କର୍ମଚାରୀ ସଂଘ ଓ ଯୋଗ ଶିବିରର ସଦସ୍ୟମାନେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ ହଜାର ୧ଶହ ଟଙ୍କା ଦାନ କରିଛନ୍ତି। ସଂଘ ଓ ଯୋଗ ଶିବିର ସଭାପତି ବିପିନବିହାରୀ ବେହେରା, ଉପସଭାପତି ରାଜକିଶୋର ସାହୁ, ସମ୍ପାଦକ ବିଜୟ ଗଡନାୟକ, କୋଷାଧ୍ୟକ୍ଷ ଦୁର୍ଯ୍ୟୋଧନ ବିଶ୍ୱାଳ, ଗୋବର୍ଦ୍ଧନ ନାୟକ, ଜଗବନ୍ଧୁ ସାହୁ ଓ ଜିଲାପରିଷଦର ପୂର୍ବତନ ସଭ୍ୟ ଦିଲୀପ ବେହେରା ପ୍ରମୁଖ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନଙ୍କ ଉପସ୍ଥିତିରେ ବିଡିଓ ସୁନୀଲ କେର୍କେଟାଙ୍କୁ ଚେକ୍‌ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୯,୫୦୦ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୭ା୬(ସୁନିତ୍‌ ମିଶ୍ର):ପୂର୍ବ ଭାରତରେ ଶିଳ୍ପାୟନର ବିକାଶକୁ ଆହୁରି ତ୍ୱରାନ୍ବିତ କରିବା ଏବଂ ଆଞ୍ଚଳିକ ସହଯୋଗ ମାଧ୍ୟମରେ ସନ୍ତୁଳିତ ଅଭିବୃଦ୍ଧି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri