ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ ଲକ୍ଷ ଦାନ

ବଇଣ୍ଡା, ୨୩ା୪(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡାଠାରେ ଥିବା ରାସ୍ତା ଓ ଗୃହ ନିର୍ମାଣ ସଂସ୍ଥାର ବିଭାଗୀୟ ଅଧିକାରୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ଦାନ କରାଯାଇଛି। ଏସ୍‌ଡିଓ ଦାମୋଦର କୈବର୍ତ୍ତ, କନିଷ୍ଠଯନ୍ତ୍ରୀ ହିମାଂଶୁ ମହାଳିକ, ଠିକାଦାର ସଜନ କୁମାର ଅଗ୍ରଓ୍ବାଲା, ପ୍ରମୋଦ କୁମାର ପ୍ରଧାନ, ରୂପେଶ କୁମାର ପ୍ରଧାନ, ସୁନୀଲ କୁମାର ପ୍ରଧାନ, ଦୁର୍ଯ୍ୟୋଧନ ପ୍ରଧାନ, ରଞ୍ଜନ କୁମାର ସାହୁ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅର୍ଥ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri