ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୫ ହଜାର ପ୍ରଦାନ

କେସିଙ୍ଗା,୩୦ା୪(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ବୋରିଙ୍ଗପଦରଠାରେ ଥିବା ନିୟୁ ଲାଇଫ୍‌ ପାଓ୍ବାର ଗସ୍ପେଲ ଫେଲୋସିପ୍‌ ଅନୁଷ୍ଠାନ ପକ୍ଷରୁ କଳାହାଣ୍ଡି ଅତିରିକ୍ତ ଜିଲାପାଳଙ୍କୁ ଅନୁଷ୍ଠାନର ପରିଚାଳନା ନିର୍ଦ୍ଦେଶକ ସିଆନି ହରପାଲ ଗୁରୁବାର ୨୫ ହଜାର ଟଙ୍କାର ଏକ ଚେକ୍‌ ପ୍ରଦାନ କରିଛନ୍ତି।
ଏହି ଅନୁଷ୍ଠାନରେ କରୋନା ଭଳି ମହାମାରୀ ସମୟରେ ଶହଶହ ଅନାଥ, ଗରିବ ପିଲାଙ୍କୁ ସାମାଜିକ ଦୂରତା ରଖି ପ୍ରତ୍ୟେକ ଦିନ ଖାଇବାକୁ ଦେବା ସହିତ ପୋଷାକ, ଛାତ୍ରୀଛାତ୍ରଙ୍କୁ ମାଗଣାରେ ବହିପତ୍ର ଏହି ଅନୁଷ୍ଠାନ ଯୋଗାଇ ଦେଉଛି। ଏହି ପରିସ୍ଥିତିରେ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଅନୁଷ୍ଠାନ ଆର୍ଥିକ ସହାୟତା ପ୍ରଦାନ କରିଥିବାରୁ ଅଞ୍ଚଳବାସୀ ଖୁସି ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri