ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନବଦମ୍ପତିଙ୍କ ଅର୍ଥ ପ୍ରଦାନ

ଦିଗପହଣ୍ଡି,୨୬ା୫(ଡି.ଏନ.ଏ.)-କରୋନା ପ୍ରଭାବରେ ରାଜ୍ୟରେ ଲକ୍‌ଡାଉନ୍‌ କଟକଣା ଜାରି ରହିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ଉତ୍ସବ ମହୋତ୍ସବ, ବାହାଘର ଓ ସଭାସମିତି ବନ୍ଦ କରାଯାଇଛି। ଏଭଳି ସ୍ଥିତିରେ ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମରେ ଅନୁଷ୍ଠିତ ହୋଇଛି ନିଆରା ବାହାଘର। ଗ୍ରାମ ନୀଳକଣ୍ଠ ନଗରରେ ରହୁଥିବା ଆନନ୍ଦ ମହାରଣାଙ୍କ ପୁଅ ମଙ୍ଗୁଳୁ ଲକ୍‌ଡାଉନ୍‌ କଟକଣା ନିୟମ ପାଳନ ସହ ସାମାଜିକ ଦୂରତ୍ୱ ରକ୍ଷା କରି ବ୍ରହ୍ମପୁର ନିକଟ ବୋରିଗଁାର ସୁନୀତା ମହାରଣାଙ୍କୁ ବିବାହ କରିଛନ୍ତିି। ଏହି ନବଦମ୍ପତି ଦ୍ୱୟ ବର୍ତ୍ତମାନ କରୋନା ଭଳି ବିପର୍ଯ୍ୟୟ ସମୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ ହଜାର ଟଙ୍କାର ଅର୍ଥରାଶି ପ୍ରଦାନ କରିଛନ୍ତି। ଦିଗପହଣ୍ଡି ବ୍ଲକ ସହକାରୀ ଯନ୍ତ୍ରୀ ଇଂ.ଗଙ୍ଗାଧର ଲେଙ୍କା ମଙ୍ଗୁଳୁଙ୍କ ବାସଭବନରେ ପହଞ୍ଚି ସରପଞ୍ଚଙ୍କ ଉପସ୍ଥିତିରେ ୧୦ ହଜାର ଟଙ୍କାର ଚେକ୍‌ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri