ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ମାସର ଦରମା ଦେଲେ ବରଗଡ଼ ବିଧାୟକ

ବରଗଡ଼ ଅଫିସ,୨୬।୩: କରୋନା ମୁକାବିଲା ଲାଗି ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଗୁରୁବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କରିଛନ୍ତି। ଏ ନେଇ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜଣାଇଛନ୍ତି । ଏ ବାବଦକୁ ବିଧାୟକ ଆଚାର୍ଯ୍ୟ ୧ଲକ୍ଷ ୫ହଜାର ଟଙ୍କାର ଏକ ଚେକ ନଂ. ୦୦୦୦୦୬ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ନାମରେ ଜମା କରିଛନ୍ତି। କରୋନା ମୁକାବିଲା ପାଇଁ ଆର୍ଥିକ ସାହାଯ୍ୟ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ସର୍ବସାଧାରଣ, ବିଧାୟକ, ଏମ୍‌ପିଙ୍କୁ ଅନୁରୋଧ କରିଥିଲେ। ଏହାପରେ କରୋନା ପ୍ରତିକାର ଓ ସଚେତନତା ପାଇଁ ସେ ନିଜ ୩ ମାସର ଦରମା ଦେଇଥିବା ବିଧାୟକ ଆଚାର୍ଯ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

ଫସିଗଲେ ପ୍ରଣିତ ମୋରେ, ବାଧ୍ୟ ହୋଇ ଇନଷ୍ଟାଗ୍ରାମ ଆକାଉଣ୍ଟ କଲେ ଡିଲିଟ୍‌ !

ମୁମ୍ବାଇ: ବିବାଦ ଘେରରେ ଜଣାଶୁଣା ଷ୍ଟାଣ୍ଡ-ଅପ କମେଡିଆନ ପ୍ରଣିତ ମୋରେ। ତାଙ୍କ ଶୋ’ର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲୋକେ ତାଙ୍କୁ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri