ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ସହାୟତା

କେନ୍ଦୁଝର, ୨୦।୪(ସ୍ବ.ପ୍ର.)-ସରକାରୀ ମୋଟର କର୍ମଚାରୀ ସଂଘ କେନ୍ଦୁଝର ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ସୋମବାର ଦିନ ଜିଲାପାଳଙ୍କ ଜରିଆରେ ଏହି ସହାୟତା ରାଶିର ଚେକ୍‌ ଦିଆଯାଇଛି। ଜିଲାରେ କାର୍ଯ୍ୟରତ ସମସ୍ତ ମୋଟର କର୍ମଚାରୀଙ୍କ ଠାରୁ ଏହି ଅର୍ଥ ସଂଗ୍ରହ କରାଯାଇଛି। ବିପତ୍ତି ସମୟରେ କରୋନା ମୁକାବିଲା ପାଇଁ ଏହି ସହାୟତା ଦିଆଯାଇଥିବା ସଂଘର କର୍ମକର୍ତ୍ତା ମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri