ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ: ପନିପରିବା ବିହନ ବଣ୍ଟନ

ପାଟକୁରା,୭।୧୦(ଡିଏନଏ)- ଫନୀ ବାତ୍ୟାରେ କ୍ଷତିଗ୍ରସ୍ତ କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକର ବେଡାରୀ ଗ୍ରାମ ପଞ୍ଚାୟତରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ ପନିପରିବା ବିହନ ବଣ୍ଟନ କରାଯାଇଛି। ଲଙ୍କା ମଞ୍ଜି ୫୦ ଗ୍ରାମ, କଖାରୁ ୧୦୦, କୋଶିଳା ୧୦୦, ଭେଣ୍ଡି ୨୦୦, ଝୁଡ଼ଙ୍ଗ ୧୦୦ ଗ୍ରାମର ମଞ୍ଜିକୁ ସରପଞ୍ଚ ଗୋକୁଳାନନ୍ଦ ବେହେରା, ଉଦ୍ୟାନ କୃଷିର ପ୍ରଶାନ୍ତ କୁମାର ରାଉତରାୟ, କୃଷକ ସାଥୀ ରବୀନ୍ଦ୍ର ପରିଡ଼ା, ସମିତି ସଭ୍ୟ ଭବବତୀ ସେଠୀ ପ୍ରମୁଖ ଚାଷୀଙ୍କୁ ବଣ୍ଟନ କରିଥିଲେ। ପ୍ରତ୍ୟେକ ପଞ୍ଚାୟତର ୨୫ଜଣ ଚାଷୀଙ୍କୁ ଏହି ପୁଡ଼ିଆ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri