Posted inଜାତୀୟ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଜଗନ ମୋହନ

ହାଇଦ୍ରାବାଦ,୩୦।୫: ଓ୍ବାଏସ୍‌ଆର୍‌ କଂଗ୍ରେସର ମୁଖ୍ୟ ଓ୍ବାଇ. ଏସ୍‌. ଜଗନ ମୋହନ ରେଡ୍ଡି ଗୁରୁବାର ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ବିଜୟଓ୍ବାଡାଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଏହି ଉତ୍ସବରେ ପ୍ରାୟ ୩୦ ହଜାର ଲୋକ ଯୋଗ ଦେଇଥିଲେ। ଜଗନ ମୋହନ ଏକେଲା ଶପଥ ନେଇଥିବା ବେଳେ ଆସନ୍ତା ଜୁନ୍‌ ୭ରେ ତାଙ୍କ ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ କରିବେ ବୋଲି କୁହାଯାଉଛି। ଉକ୍ତ ଶପଥ ଗ୍ରହଣ ଉତ୍ସବରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଓ ଡିଏମ୍‌କେ ମୁଖ୍ୟ ଏମ୍‌କେ ଷ୍ଟାଲିନ୍‌ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭୁଲିଯାଇ ଜାହାଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri