ମୁଖ୍ୟମନ୍ତ୍ରୀ ରିଲିଫି ପାଣ୍ଠିକୁ ସହାୟତା

ଭଣ୍ଡାରିପୋଖରୀ, ୩୦।୪(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅଧୀନ କାର୍ଯ୍ୟରତ ସମସ୍ତ କର୍ମଚାରୀ, ଶିକ୍ଷୟିତ୍ରୀଶିକ୍ଷକ ଓ ସିଆରସିସି ମାନେ ସ୍ବେଚ୍ଛାକୃତ ଭାବେ ସେମାନଙ୍କ ମାର୍ଚ୍ଚ ମାସ ବେତନରୁ ଗୋଟିଏ ଦିନର ବେତନ ପ୍ରଦାନ କରିଛନ୍ତି। ୬,୩୬,୮୭୪ ଟଙ୍କା କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଡିମାଣ୍ଡ ଡ୍ରାଫ୍‌ଟ ପ୍ରଦାନ କରିଛନ୍ତି। ଭଣ୍ଡାରିପୋଖରୀ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଦୀପକ କୁମାର ପାଢୀ, ଏବିଇଓ ପୁରୁଷୋତ୍ତମ ଧଳ ଓ ଶିକ୍ଷକ ପ୍ରତିନିଧି ବିମଳ କୁମାର ଦାସ ପ୍ରମୁଖ ଭଦ୍ରକ ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କୁ ପ୍ରଦାନ କରିଥିଲେ। ଭଦ୍ରକ ଉପଜିଲାପାଳ ପିତାମ୍ବର ସାମଲ, ଅତିରିକ୍ତ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ରାଜେନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri