ଭୁବନେଶ୍ୱର,୨୭। ୩:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରିଲିଫ୍ ପାଣ୍ଠିକୁ ଓଡ଼ିଶା ଷ୍ଟେଟ ବେଭରେଜେସ କର୍ପୋରେଶନ ଲିମିଟେଡ(ଓଏସ୍ବିସିଏଲ୍)ପକ୍ଷରୁ ୫ କୋଟି ଟଙ୍କା ପ୍ରଦାନ କରାଯାଇଛି। କୋଭିଡ-୧୯ର ପ୍ରତିରୋଧ କରିବା ଲାଗି କମ୍ପାନୀ ପକ୍ଷରୁ ଏଭଳି ଯୋଗଦାନ ରଖାଯାଇଥିବା କୁହାଯାଇଛି। ବାତ୍ୟା ଫନୀ ସମୟରେ ମଧ୍ୟ ଏହା ରିଲିଫ ପାଣ୍ଠିକୁ ୫ କୋଟି ଟଙ୍କା ପ୍ରଦାନ କରିଥିଲା। ଏହାବାଦ ଆର୍ଥତ୍କ ବର୍ଷ ୨୦୧୮-୧୯ ବର୍ଷ ଲାଗି ଲାଭାଂଶ ବାବଦ ଏହା ୮.୯୯ କୋଟି ଟଙ୍କା ସରକାରଙ୍କୁ ପ୍ରଦାନ କରିଛି।
ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍
ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…
ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…
ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…
ଟ୍ରେନ୍ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍ଫର୍ମ ଟିକେଟ୍ରେ ଆରମ୍ଭ ହେଲା ଅନ୍ଲାଇନ୍ ଲଗେଜ୍ ବୁକିଂ
ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…
ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…
ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…
ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…
ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…
E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍
ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…
Archives

