ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ

ସୋହେଲା,୪।୪(ଡି.ଏନ.ଏ.)-ବରଗଡ ଜିଲା ସୋହେଲା ଦୁର୍ଗା ପୂଜା କମିଟିର ମା ଗୌରୀ ଦେବୀ ଟ୍ରଷ୍ଟ ତରଫରୁ ଶନିବାର ପୂର୍ବାହ୍ନରେ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧ ଲକ୍ଷ ଟଙ୍କା ଦାନ କରାଯାଇଛି । ସ୍ଥାନୀୟ ଦୁର୍ଗା ମନ୍ଦିର ପରିସରରେ ପଦ୍ମପୁର ଉପ ଜିଲାପାଳ ତନ୍ମୟ କୁମାର ଦରୁଆନ ଏହି ଚେକକୁ ଗ୍ରହଣ କରିଥିଲେ । ଟ୍ରଷ୍ଟର ସଭାପତି ପ୍ରକାଶ ଚନ୍ଦ୍ର ଦେବତା, କାର୍ଯ୍ୟକାରୀ ସଭାପତି ତଥା ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ ଓ ସମ୍ପାଦକ ଲଳିତ କୁମାର ଅଗ୍ରୱାଲ ଉପଜିଲାପାଳଙ୍କୁ ୧ ଲକ୍ଷ ଟଙ୍କାର ଚେକ ପ୍ରଦାନ କରିଥିଲେ । ଅନ୍ୟପେକ୍ଷ ଶୁକ୍ରବାର ସୋହେଲା ବ୍ଲକ ବାଉଁଶେନମୁରା ଗ୍ରାମର ରବି ପଧାନଙ୍କ ଝିଅ ମନୀଷା ଓ ପୁଅ ଅମନ ବିଡ଼ିଓ ବିଶ୍ୱରଞ୍ଜନ କରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୭ ହଜାର ଟଙ୍କା ଦାନ କରିଛନ୍ତି । ସେହିପରି ସ୍ଥାନୀୟ ମାରୱାଡି ମହିଳା ମଣ୍ଡଳ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୩୦ ହଜାର ଟଙ୍କା ଦାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri