ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦାନ

ପାଲଲହଡ଼ା, ୭ା୪(ଡି.ଏନ.ଏ.)- କରୋନା ମୁକାବିଲା ପାଇଁ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡର ମାଲ୍ୟଗିରି ମହାବିଦ୍ୟାଳୟ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି। କଲେଜ ଅଧ୍ୟକ୍ଷ ଡ. ଅନିଲ କୁମାର ମିଶ୍ର ଏବଂ ସମସ୍ତ କର୍ମଚାରୀ ନିଜ ନିଜ ଗୋଟିଏ ଦିନର ଦରମା ମୋଟ ୩୯ ହଜାର ୨୭୦ ଟଙ୍କା ରିଲିଫ ଫଣ୍ଡକୁ ପ୍ରଦାନ କରିଛନ୍ତି। ସେହିପରି ପାଲଲହଡ଼ା ବ୍ଲକ ବିଜେଡି ସଭାପତି ଗଙ୍ଗାଧର ଜିତ ୫ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଦାନ କରିଛନ୍ତି। ସୋମବାର କଲେଜ ଅଧ୍ୟକ୍ଷ ମିଶ୍ର ଏବଂ ବ୍ଲକ ବିଜେଡି ସଭାପତି ଜିତ ପୃଥକ ଭାବେ ପାଲଲହଡା ଉପଜିଲାପାଳ ଅଜିତ କୁମାର ପ୍ରଧାନଙ୍କୁ ଚେକ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri