ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଲାଗି ୧୩୯ କୋଟି ଟଙ୍କା ବ୍ୟୟବରାଦ: ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ଅପରାହ୍ନରେ ବଜେଟ ଉପସ୍ଥାପନ କରୁଛନ୍ତି। ବଜେଟରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନେଇ ବ୍ୟବସ୍ଥା କରାଯାଇଛି। ଏଥିନିମନ୍ତେ ୧୩୯ କୋଟି ବ୍ୟୟବରାଦ ହୋଇଛି। ୩୪,୫୦୦ ଛାତ୍ରୀଛାତ୍ରଙ୍କୁ ଏକାଡେମିକ ପୁରସ୍କାର ପ୍ରଦାନ କରାଯିବ। ୧୧୮ ଜଣଙ୍କୁ ନେତୃତ୍ୱ ପୁରସ୍କାର, ୨ହଜାର ମେଧାବୀଙ୍କୁ ବୃତ୍ତି ଦିଆଯିବ। ମାଧ୍ୟମିକ ସ୍କୁଲର ୭ ଶହ ଶିକ୍ଷକ, ୪୧୯ ପ୍ରଧାନଶିକ୍ଷକ ପୁରସ୍କୃତ ହେବେ। ସେହିଭଳି ପ୍ରାଥମିକ ବିଦ୍ୟାଳୟର ୩୫୦ ପ୍ରଧାନ ଶିକ୍ଷକ, ୩୧୯ ଶିକ୍ଷକ ସମ୍ବର୍ଦ୍ଧିତ ହେବେ। ମାଧ୍ୟମିକସ୍ତରରେ ୪୧୯ ଶ୍ରେଷ୍ଠ ସ୍କୁଲ ପରିଚାଳନା କମିଟିକୁ ପୁରସ୍କାର ମିଳିବାକୁ ଥିବା ବେଳେ ୪୧୯ ଶ୍ରେଷ୍ଠ ସ୍କୁଲ ପୁରାତନ ଛାତ୍ରୀଛାତ୍ର କମିଟିକୁ ପୁରସ୍କାର ମିଳିବ ବୋଲି ବଜେଟରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

RCBର ଚମତ୍କାର ବିଜୟ ପରେ କହୁ କହୁ ଏମିତି କହିଦେଲେ ବିରାଟ କୋହଲି

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଜବରଦସ୍ତ ବିଜୟ ପରେ, ପୂର୍ବତନ ପୁରୁଷ ଦଳର ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର,୬ା୨(ସୁଚିସ୍ମିତା ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri