ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିକୁ ଦାନ

ଭଦ୍ରକ ଅଫିସ,୧୯।୪: ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠି କୁ ଭଦ୍ରକ ଡିଷ୍ଟ୍ରିକ୍ଟ ଫ୍ଲlଇଆସ ବ୍ରିକ୍ସ ଓନର୍‌ ଆସୋସିଏଶନ ପକ୍ଷରୁ ୧ ଲକ୍ଷ ୧୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଆସୋସିଏଶନ ସଭାପତି ଅସିତ୍‌ କୁମାର ପାଣିଗ୍ରାହୀ, ସମ୍ପାଦକ ଜ୍ୟୋତି ପ୍ରକାଶ ମହାନ୍ତି ଓ ଉପସଭାପତି ରାଜୀବ କୁମାର ପରିଡା ପ୍ରମୁଖ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସଙ୍କୁ ଭେଟି ଏକ ଚେକ୍‌ ପ୍ରଦାନ କରିଛନ୍ତି। ସେହିଭଳି ଅବସରପ୍ରାପ୍ତ କର୍ମଚାରୀ ତାରିଣୀ ସେନ୍‌ ପରିଡା ୫ ହଜାର ଓ ଶ୍ରୀ କୃଷ୍ଣା ଇଣ୍ଟରପ୍ରାଇଜର୍ସ ୩ ହଜାର ଟଙ୍କା ପ୍ରଦାନ କରିଥିବା ଜଣା ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri