ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ଯୁବକଙ୍କଙ୍କ ପରିଚୟ ମିଳି ପାରିନାହିଁ। ତେବେ ପାରିପାଶର୍‌ବିକ ସ୍ଥିତିରୁ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ହୋଇ ଥାଇପାରେ ବୋଲି ଅନୁମାନ କରାଯାଉଛି। ଭଟଲି ଥାନା ପୋଲିସ ଏହାର ଅଧିକ ତଦନ୍ତ କରୁଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri