ମୁଖ୍ୟ ଶାସନ ସଚିବଙ୍କ ବକ୍ତବ୍ୟକୁ ଭାଜପାର ସମାଲୋଚନା: ‘ଆଗରୁ ଫାଇଲ୍‌ କାହିଁକି ଦୌଡୁ ନ ଥିଲା’

ଭୁବନେଶ୍ୱର,୨୧।୮(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଭାବେ ଅସିତ ତ୍ରିପାଠୀ ଗତ ସୋମବାର ଦାୟିତ୍ୱ ନେବାପରେ ରକେଟ ବେଗରେ ସମସ୍ତ ସରକାରୀ ଫାଇଲ ଦୌଡିବ, ଆଗକୁ ସରକାରୀ ଦପ୍ତରରେ କୌଣସି ଫାଇଲ ଅଟକିବନି ବୋଲି କହିଥିଲେ। ତାଙ୍କର ଏଭଳି ଉକ୍ତିକୁ ଭାଜପା ମୁଖପାତ୍ର ଗୋଲକ ମହାପାତ୍ର ସମାଲୋଚନା କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଗୋଲକ କହିଛନ୍ତି, ଏହା ଏକ ସ୍ବାଗତ ଯୋଗ୍ୟ କଥା। କିନ୍ତୁ ଦୀର୍ଘଦିନ ଧରି ଦାୟିତ୍ୱ ନିର୍ବାହ କରିବା ସମୟରେ କିଏ ଓ କାହିଁକି ଫାଇଲକୁ ରକେଟ ଗତିରେ ଦୌଡ଼ାଇବା ପାଇଁ ମନା କରିଥିଲା ବୋଲି ଗୋଲକ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, କୁନ୍ଦୁଲି ଏବଂ ପିପିଲି ଗଣବଳାତ୍କାର ଘଟଣାରେ ରାଜ୍ୟ କ୍ରାଇମବ୍ରାଞ୍ଚ ଏପରି ତଦନ୍ତ କରିଲା ଓ ଗୃହ ବିଭାଗ ଏପରି ଭାବେ ମାମଲା ଲଢିଲା ଯେ, ଶେଷରେ ସମସ୍ତ ଅଭିଯୁକ୍ତ ଦୋଷମୁକ୍ତ ହୋଇଗଲେ। ସେତେବେଳେ ଗୃହ ବିଭାଗ ଦାୟିତ୍ୱରେ ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ଥିଲେ। ଗତ ୨୦ ବର୍ଷ ଧରି ଯେଉଁ ବାବୁମାନେ ପୂର୍ବରୁ ମୁଖ୍ୟ ଶାସନ ସଚିବ ଥିଲେ ଫାଇଲକୁ ଦୌଉଡାଇବା ପାଇଁ ସେମାନଙ୍କୁ କିଏ ମନା କରିଥିଲା ବୋଲି ସେ ପଚାରିଛନ୍ତି। ଗତକାଲି ଯେଉଁ ପୁଞ୍ଜି ବିନିଯୋଗ ଫାଇଲକୁ କ୍ଲିଅର କଲୁ ବୋଲି ଘୋଷଣା କରାଯାଇଛି ତାହା କେବଳ ରାଜ୍ୟ ସରକାର ଜମି ଦେବାରେ ବିଳମ୍ବ କରିବା ଯୋଗୁ ୩ବର୍ଷରୁ ଅଧିକ ସମୟ ଅଟକି ରହିଥିଲା ବୋଲି ଗୋଲକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri