ମୁଖ୍ୟ ଶାସନ ସଚିବଙ୍କ ବଡବିଲ ଗସ୍ତ, ଉଦଘାଟନ କଲେ ଉସୁ ଇଣ୍ଡୋର ଷ୍ଟାଡିୟମ

ବଡବିଲ, ୧୯।୧୨(ସ୍ବ.ପ୍ର.): ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ବଡବିଲ ଗସ୍ତରେ ଯାଇଛନ୍ତି। ସେଠାରେ ଉସୁ ଇଣ୍ଡୋର ଷ୍ଟାଡିୟମ ଉଦଘାଟନ କରିବା ସହ ବିଭିନ୍ନ ସ୍ଥାନ ବୁଲି ଦେଖିଛନ୍ତି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ କହିଥିଲେ ଯେ, କେନ୍ଦୁଝର ଜିଲାରେ ପ୍ରାକୃତିକ ସମ୍ପଦ ଭରପୂର ରହିଛି। ଏହି ସମ୍ପଦ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଶିଳ୍ପ ଗଢି ଉଠିଛି। ଏହି ସମ୍ପଦରୁ ରାଜ୍ୟ ସରକାର ଯେଉଁ ଲାଭ ପାଉଛନ୍ତି, ତାର ଲାଭ ସ୍ଥାନୀୟ ଅଞ୍ଚଳରେ ମଧ୍ୟ ହେବା ଦରକାର। ସେ ଆହୁରି ମଧ୍ୟ କହିଛନ୍ତି ଯେ, ପାନୀୟଜଳ ଯୋଗାଣ ଯୋଜନା, ରାସ୍ତା ନିର୍ମାଣ ପ୍ରକଳ୍ପ, ତା’ପରେ ଗୋଷ୍ଠୀ ଉନ୍ନୟନ, ୱେଷ୍ଟ ମ୍ୟାନେଜମେଣ୍ଟ ଓ ରି-ପ୍ରୋସେସିଂ, ତା’ସାଙ୍ଗକୁ କ୍ରୀଡା କାର୍ଯ୍ୟକ୍ରମ କରାଯାଉଛି ଯାହା ଅତି ଉପାଦେୟ କାର୍ଯ୍ୟକ୍ରମ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?