ସମୁଦ୍ର ସୀମାକୁ ସୁରକ୍ଷା ଦେବ ଆଇଏନ୍‌ଏସ୍‌ ଇମ୍ଫାଲ

ସନୂଆଦିଲ୍ଲୀ,୨୧।୪: ଭାରତୀୟ ନୌସେନାରେ ବିଧ୍ୱଂସକ ଜାହଜ ଆଇଏନ୍‌ଏସ୍‌ ଇମ୍ଫାଲକୁ ସାମିଲ କରାଯାଇଛି। ମୁମ୍ବାଇର ମଝଗାଁଓ ଉପକୂଳରେ ଏହାକୁ ସମୁଦ୍ର ମଧ୍ୟରେ ପ୍ରବେଶ କରାଯାଇଛି। ରାଡରକୁ ଚକ୍‌ମା ଦେଇ ଶତ୍ରୁ ପକ୍ଷଙ୍କୁ ଆକ୍ରମଣ କରିବାର କ୍ଷମତା ରଖିଥିବା ଏହି ଯୁଦ୍ଧ ଜାହଜ ଗାଇଡେଡ ମିଶାଇଲକୁ ମଧ୍ୟ ଧ୍ୱଂସ କରିବାର କ୍ଷମତା ରଖେ। ଆଇଏନ୍‌ଏସ୍‌ ଇମ୍ଫାଲ ନୌସେନାର ସାମିଲ ହେବା ପରେ ନୌସେନାର ଶକ୍ତି ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲା ଆକାଶତଳେ ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନଭୋଜନ: ଅବ୍ୟବସ୍ଥାରେ ସର୍ବପୁରାତନ ପ୍ରାଥମିକ ବିଦ୍ୟାଳୟ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ):ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ, ଛାତ୍ରୀଛାତ୍ରଙ୍କୁ…

ଶ୍ରୀଲିଙ୍ଗରାଜ ମନ୍ଦିର ଗର୍ଭଗୃହରେ ସୋନୁ ନିଗମଙ୍କ ଫଟୋ ଭାଇରାଲ: ଉଠିଲା ପ୍ରଶ୍ନବାଚୀ

ପୁରୁଣାଭୁବନେଶ୍ୱର,୧୭ା୭(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଗର୍ଭଗୃହରେ ବଲିଉଡ୍‌ କଣ୍ଠଶିଳ୍ପୀ ସୋନୁ ନିଗମ ପୂଜାର୍ଚ୍ଚନା କରୁଥିବା ସମୟର ଏକ ଫଟୋ ଗୁରୁବାର ସୋସିଆଲ…

ମହାପ୍ରଭୁଙ୍କ ମସ୍ତକରେ କାହିଁକି ନ ଥିଲା ଟାହିଆ; ସବୁ ଗୁମର ଖୋଲିଦେଲେ ସେବାୟତ: ଜାଣନ୍ତୁ ଭିତରେ କ’ଣ ସବୁ ଘଟିଥିଲା

ପୁରୀ,୧୭।୭(ଅଜିତ୍‌ କୁମାର ମହାନ୍ତି):ମହାପ୍ରଭୁଙ୍କ ଘୋଷଯାତ୍ରାରେ ଅନ୍ୟତମ ମୁଖ୍ୟ ଆକର୍ଷଣ ସାଜିଥାଏ ମହାପ୍ରଭୁଙ୍କ ମସ୍ତକରେ ଲାଗିଥିବା ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ। ପ୍ରତ୍ୟେକ ବର୍ଷ…

ବଡ଼ଦାଣ୍ଡରେ ଭକ୍ତ- ଭଗବାନ ମିଳନ: ଆଜି ସକାଳ ୯ଟା ୩୦ରେ ପୁଣି ଟଣାଯିବ ରଥ

ପୁରୀ,୧୭ା୭(ଅଜିତ୍‌ କୁମାର ମହାନ୍ତି):ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଗୁରୁବାର ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ…

ପ୍ରବଳ ବର୍ଷା, ଏହି ଜିଲାରେ ଆଜି ସ୍କୁଲ୍‌-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ

ସୋନପୁର,୧୭।୭; ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ପାଣିପାଗ ବିଭାଗ…

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri