ମୁନିଗୁଡ଼ାକୁ ଏନ୍‌ଏସି ମାନ୍ୟତା, ସବଟ୍ରେଜେରୀ, ବାଇପାସ୍‌ ରାସ୍ତା ନିର୍ମାଣ ଦାବି: ଏମ୍‌ପିଙ୍କୁ ଦାବିପତ୍ର

ମୁନିଗୁଡ଼ା,୧୩ା୮(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା ମୁନିଗୁଡ଼ା ବିକାଶ ପରିଷଦ ତରଫରୁ ୩ ଦଫା ସମ୍ବଳିତ ଏକ ଦାବିପତ୍ର କୋରାକୁଟ ଏମ୍‌ପି ସପ୍ତଗିରି ଉଲ୍ଲାକଙ୍କୁ ପ୍ରଦାନ କରାଯାଇଛି ।  ମୁନିଗୁଡ଼ା ବିକାଶ ପରିଷଦ ସମ୍ପାଦକ ସୁଧାକର ମହାରଣାଙ୍କ ନେତୃତ୍ୱରେ ଅନ୍ୟ ସଦସ୍ୟମାନେ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାକୁ ଯାଇ ଏମ୍‌ପିଙ୍କ ସହ ଆଲୋଚନା କରି ଏହି ଦାବିପତ୍ର ପ୍ରଦାନ କରିଥିଲେ ।  ମୁନିଗୁଡ଼ାକୁ ଏନ୍‌ଏସି ମାନ୍ୟତା, ସବଟ୍ରେଜେରୀ ଓ ବାଇପାସ୍‌ ରାସ୍ତା ନିର୍ମାଣ ନେଇ ଦାବି କରିଥିଲେ ।  ମୁନିଗୁଡ଼ାକୁ ଏନ୍‌ଏସି ଘୋଷଣା କରାଯିବା କଥା କିନ୍ତୁ କାହିଁକି ଅବହେଳା କରାଯାଉଛି ବୋଲି ଏମ୍‌ପି କ୍ଷୋଭ ପ୍ରକାଶ କରିଥିଲେ ା ଏ ନେଇ ବିଭାଗୀୟ ମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ।  ଦାବିପତ୍ର ପ୍ରଦାନ ସମୟରେ ଚନ୍ଦ୍ରଶେଖର ବେହେରା, କେଶବ ସାହୁକାର, ମାନସ ବେହେରା, ଡମ୍ବୁରୁ ଶତପଥୀ, ଅଧ୍ୟକ୍ଷ ବ୍ଲକ ଶ୍ରୀଧର କୋରଣ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର…

ଦଳେଇଗୁଡ଼ା ସ୍କୁଲକୁ ଆକସ୍ମିକ ଗସ୍ତ କଲେ ଅତିରିକ୍ତ ଜିଲ୍ଲାପାଳ, ଯାଞ୍ଚ କଲେ ଖାଦ୍ୟର ଗୁଣବତ୍ତା

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ ): ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ପାଇଁ ଉପଲବ୍ଧ ବ୍ୟବସ୍ଥା, ଖାଦ୍ୟର ଗୁଣବତ୍ତା ଏବଂ ସରକାରୀ ନିର୍ଦ୍ଧାରିତ ମାନଦଣ୍ଡର ଅନୁପାଳନ ସମ୍ପର୍କରେ…

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ

ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା…

ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?