Posted inଜାତୀୟ

ମୁମ୍ବାଇରେ ଗଣପତି ବିସର୍ଜନ ପାଇଁ ସୁରକ୍ଷାରେ ରହିବେ ୫୦ ହଜାରରୁ ଊର୍ଦ୍ଧ୍ୱ ପୋଲିସ ଅଧିକାରୀ

ମୁମ୍ବାଇ,୧୨।୯: ମହାରାଷ୍ଟ୍ରରେ ସବୁଠାରୁ ବଡ ପର୍ବ ଗଣେଶ ପୂଜା ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଥିବା ବେଳେ ୧୦ ଦିନ ପରେ ଏଠାରେ ବିଘ୍ନବିନାଶକଙ୍କୁ ବିସର୍ଜନ କରାଯାଇଥାଏ। ବୁଧବାରଠାରୁ ଏହା ଆରମ୍ଭ କରାଯାଇଛି। ଏହାପାଇଁ ମୁମ୍ବାଇ ପୋଲିସ ଓ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବା ସହ ବିଭିନ୍ନ ସ୍ଥାନରେ ସୁରକ୍ଷା କଡାକଡି କରାଯାଇଛି। ଗୁରୁବାର ରାସ୍ତା ଉପରେ ପ୍ରାୟ ୫୦ ହଜାରରୁ ଊର୍ଦ୍ଧ୍ୱ ପୋଲିସ ଅଧିକାରୀ ଓ ଅନ୍ୟ କର୍ମଚାରୀ ଉପସ୍ଥିତ ରହିବାର ବ୍ୟବସ୍ଥା କରାଯାଇଛି। କୁହାଯାଉଛି କି ପାଖାପାଖି ୬ ହଜାରରୁ ଊର୍ଦ୍ଧ୍ୱ ମଣ୍ଡପରୁ ପାଖାପାଖି ୧ଲକ୍ଷ ଗଣେଶ ମୂର୍ତ୍ତିଙ୍କର ବିସର୍ଜନ ଗୁରୁବାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୪।୫(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri