Posted inଜାତୀୟ

ମୁମ୍ବାଇ ଆସିବା ପୂର୍ବରୁ ଦୁର୍ବଳ ହେଲା ନିସର୍ଗ: ବର୍ଷା ଜାରି, ଟଳିଲା ବଡ଼ ବିପଦ

ମୁମ୍ବାଇ, ୩।୬: ମୁମ୍ବାଇ ମୁହାଁ ହେବା ପୂର୍ବରୁ ସାମୁଦ୍ରିକ ଝଡ଼ ନିସର୍ଗ ଦୁର୍ବଳ ହୋଇଯାଇଛି। ଏହା ଦକ୍ଷିଣ ଦିଗରେ ଆଗକୁ ଗତି କରିଛି। ଫଳରେ ମୁମ୍ବାଇ ଉପରେ ଥିବା ବିପଦ ଟଳି ଯାଇଛି। ପବନର ବେଗ ଘଣ୍ଟାପ୍ରତି ୫୦ କିଲୋମିଟର ଥିବାବେଳେ ବର୍ଷା ଜାରି ରହିଛି। ତେଣୁ କ୍ଷୟକ୍ଷତିର ଆଶଙ୍କା ହ୍ରାସ ପାଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଉଦ୍ଧାର କାର୍ଯ୍ୟ ପାଇଁ ମହାରାଷ୍ଟ୍ରରେ ୨୦ ଏନ୍‌ଡିଆର୍‌ଏଫ୍‌ ଦଳଙ୍କୁ ମୁତୟନ କରାଯାଇଛି। ସେଥିମଧ୍ୟରୁ ୮ଟି ଦଳ ମୁମ୍ବାଇରେ କାର୍ଯ୍ୟ କରୁଥିବାବେଳେ ରାୟଗଡ଼ରେ ୫ ଏବଂ ପାଲଘରରେ ୨ଟି ଦଳ ରହିଛନ୍ତି। ଲୋକଙ୍କୁ ଘରୁ ନ ବାହାରିବାକୁ ପ୍ରଶାସନ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

୧୨ ବର୍ଷର କାର୍ଯ୍ୟକାଳରେ ମୋଦି ସରକାରରେ ପ୍ରଥମ ଇସ୍ତଫା, CAAରୁ ଆରମ୍ଭ ହୋଇ CJPରେ…

ଆଦିଲ୍ଲୀ,୨୫ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୧୨ ବର୍ଷର କାର୍ଯ୍ୟକାଳ ମଧ୍ୟରେ ପ୍ରଥମଥର ପାଇଁ ଜଣେ କେନ୍ଦ୍ରମନ୍ତ୍ରୀ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅଭିଜିତ ଦିପ୍‌କେ, ସିଧା କହିଦେଲେ ଏମିତି…ଜାତୀୟ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୫।୭:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ…

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ରାତ୍ରୀଭୋଜନରେ ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ସମସ୍ତେ ଆଶ୍ଚର୍ଯ୍ୟ, କହିଲେ ତୃତୀୟ ଥର ରାଷ୍ଟ୍ରପତି…

ଓ୍ବାଶିଂଟନ,୨୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଆସୋସିଏସନ୍ ରାତ୍ରୀଭୋଜନରେ ସମ୍ଭାବ୍ୟ ତୃତୀୟ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ବିଷୟରେ ମନ୍ତବ୍ୟ ଦେଇଥିଲେ । ଯାହାକି ସମସ୍ତଙ୍କୁ…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri