Posted inଜାତୀୟ

ମୁମ୍ବାଇ କୋଠା ଭୁଶୁଡିବା ଘଟଣା: ୧୨ ମୃତ, ଏବେ ବି ଅନେକ ଲୋକ ଫଶିଛନ୍ତି

ମୁମ୍ବାଇ, ୧୬।୭: ଲଗାଣ ବର୍ଷା ଯୋଗୁ ମୁମ୍ବାଇର ଜନଗହଳିପୂର୍ଣ୍ଣ ଡୋଙ୍ଗ୍ରୀ ଅଞ୍ଚଳରେ ଏକ ୪ ମହଲା କୋଠା ଭୁଶୁଡି ପଡିଛି। ମଧ୍ୟାହ୍ଣ ସମୟରେ ଘଟିଥିବା ଏହି ଘଟଣା ପରେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଆରମ୍ଭ ହୋଇଛି। ଏପର୍ଯ୍ୟନ୍ତ ୧୨ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ୫ ଜଣ ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ଆକଳନ ଅନୁଯାୟୀ, ଧ୍ୱଂସାବଶେଷ ତଳେ ୪୦ରୁ ୫୦ ଜଣ ଫସି ରହିଥିବା ଆଶଙ୍କା କରାଯାଉଛି। କୋଠା ଭୁଶିଡିବା ସ୍ଥାନଟି ଏକ ଛୋଟିଆ ଗଳି ମଧ୍ୟରେ ରହିଥିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହେଉଛି। ଘଟଣାସ୍ଥଳରେ ଆମ୍ବୁଲାନ୍ସ ଓ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉପସ୍ଥିତ ରହିଛନ୍ତି। ତେବେ କୋଠାଟି ୧୦୦ ବର୍ଷ ତଳର ବୋଲି କହିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀଶ।


Enter your email to get our daily news in your inbox.

All Right Reserved By Dharitri.Com

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri