Posted inଜାତୀୟ

ମୁମ୍ବାଇ ମାରାଥନରେ ଭାଗ ନେଇଥିବା ପ୍ରତିଯୋଗୀଙ୍କ ହୃଦ୍‌ଘାତରେ ମୃତ୍ୟୁ

ମୁମ୍ବାଇ,୧୯।୧: ରବିବାର ସକାଳେ ଡ୍ରିମ୍‌ ରନ୍‌ ମୁମ୍ବାଇ ମାରାଥନ ଆରମ୍ଭ ହୋଇଥିଲା। ଏଥିରେ ବହୁ ସଂଖ୍ୟାରେ ପ୍ରତିଯୋଗୀ ଭାଗ ନେଇଥିଲେ। ପିଲାଠାରୁ ବୟସ୍କ ସମସ୍ତେ ଉତ୍ସାହର ସହ ଏଥିରେ ଦୌଡୁଥିବା ଦେଖାଯାଇଥିଲା। ଏହି ସମୟରେ ୬୪ ବର୍ଷୀୟ ଜଗାନନ ମାଲଜାଲକରଙ୍କ ହୃଦ୍‌ଘାତରେ ମୃତ୍ୟୁ ହୋଇଥିବା ସୂଚନା ମିଳିିଛି। ଦୌଡିବା ସମୟରେ ତାଙ୍କର ହୃଦ୍‌ଘାତ ହେବାରୁ ତୁରନ୍ତ ତାଙ୍କୁ ବମ୍ବେ ହସ୍ପିଟାଲ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହିଭଳି ଆହୁରି ୭ ମାରାଥନ ଦୌଡାଳୀ ହୃଦ୍‌ଘାତର ଶିକାର ହେବାରୁ ଏବେ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଏହି ମାରାଥନରେ ଯୋଗ ଦେବାକୁ ସମସ୍ତଙ୍କ ଆଶା ଥିବା ବେଳେ ଦେଶର ବିଭିନ୍ନ ପ୍ରାନ୍ତରୁ ପ୍ରତିଯୋଗୀମାନେ ଏଥିରେ ଅଂଶ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସକାଳେ ଏହାର ଶୁଭାରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆ ଆୟରଲ୍ୟାଣ୍ଡ ବିପକ୍ଷରେ ସିରିଜ ହାରିବାର ଅସଲ କାରଣ କହିଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ଆୟରଲ୍ୟାଣ୍ଡ ଗସ୍ତରେ ନିରାଶାର ସମ୍ମୁଖୀନ ହୋଇଥିଲା, ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଥିଲା। ବେଲଫାଷ୍ଟରେ ପ୍ରଥମ…

RBIର ନୂଆ ପ୍ଲାନ! ଅନଲାଇନରେ ଟଙ୍କା ପଠାଇବା ନିୟମରେ ହେବ ପରିବର୍ତ୍ତନ, ଲାଗିବ….

ନୂଆଦିଲ୍ଲୀ,୨୯।୬: ଡିଜିଟାଲ୍ ପେମେଣ୍ଟର ବର୍ଦ୍ଧିତ ଧାରା ମଧ୍ୟରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଅନଲାଇନ୍ ଠକେଇକୁ ରୋକିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। RBI…

ଏଲପିଜି ଗ୍ରାହକ ସାବଧାନ! ଆଉ ମାତ୍ର ୪୮ ଘଣ୍ଟା, ବନ୍ଦ ହୋଇଯିବ ଏହି ଜରୁରୀ ସେବା…

ନୂଆଦିଲ୍ଲୀ,୨୯।୬: ଯଦି ଆପଣଙ୍କ ଘରେ ମଧ୍ୟ ଇଣ୍ଡେନ୍ (Indane), ଏଚପି (HP) କିମ୍ବା ଭାରତ ଗ୍ୟାସ୍ (Bharat Gas) ର ଏଲପିଜି କନେକ୍ସନ ଅଛି, ତେବେ ଏହି…

ଟ୍ରାକ୍ଟରରେ ବସି ଯାଉଥିଲେ ଶ୍ରମିକ, ଖସିପଡ଼ିବାରୁ…

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରାକ୍ଟର (ନଂ-ଓଡି୧୫ଏଫ ୯୬୬୩) ଚାପାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି।…

ସ୍କୁଲରେ ପଶି ଉର୍ଦ୍ଦୁ ଶିକ୍ଷକଙ୍କୁ ପିଟିଲେ BJP କର୍ମୀ

ହାଇଦ୍ରାବାଦ,୨୯।୬: ତେଲଙ୍ଗାନାର ନିଜାମାବାଦରେ ଏକ ଘଟଣା ସାମ୍ନାକୁ ଆସିଛି, ଯାହା କଂଗ୍ରେସ ନେତା ଡକ୍ଟର ଶମା ମହମ୍ମଦଙ୍କୁ ତାଙ୍କ ନିଜ ସରକାରଙ୍କ ନିକଟରେ ଦୃଢ଼ ଦାବି କରିବାକୁ…

ବ୍ରେନ୍‌ ଷ୍ଟ୍ରୋକ୍‌ରୁ ରକ୍ଷା ପାଇବାକୁ ହେଲେ…

ଆମ ଶରୀରରେ ସୁଗାର ପରିମାଣ ସନ୍ତୁଳିତ ରହିବା ନିହାତି ଦରକାର। ଏହାଦ୍ୱାରା ଆମେ ନିଜକୁ କେତେକ ସ୍ବାସ୍ଥ୍ୟ ସମସ୍ୟାଠାରୁ କେତେକାଂଶରେ ଦୂରେଇ ରଖିପାରିବା। ଯଦି ରକ୍ତରେ ସୁଗାର…

ଜି ଉଦୟଗିରିରେ ମହାପ୍ରଭୁଙ୍କ ହାତୀବେଶ, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ…

ଜି ଉଦୟଗିରି, ୨୯ା୬(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା।  ସୋମବାର ଦିନ ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ…

କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା: ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି, ଭକ୍ତଙ୍କ ପ୍ରବଳ ଭିଡ଼

କୋରାପୁଟ,୨୯ା୬(ଅମିତାଭ ବେହେରା): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସୋମବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି । ପୂର୍ବାହ୍ନ ୧୦ଟା ୩୦ ମିନିଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri