Posted inଜାତୀୟ

ମୁମ୍ବାଇ ମେରାଇନ୍‌ ଡ୍ରାଇଭରେ ଉଚ୍ଚ ଜୁଆରର ମଜା ନେଲେ ପର୍ଯ୍ୟଟକ

ମୁମ୍ବାଇ,୪।୮: ମୁମ୍ବାଇ ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ହୋଇ ଯାଇଥିବା ବେଳେ ରବିବାର ମେରାଇନ ଡ୍ରାଇଭରେ ଆସିଥିବା ଉଚ୍ଚ ଜୁଆର ପର୍ଯ୍ୟଟକଙ୍କୁ ଆନନ୍ଦ ଦେଇଛି। ହେଲେ ଅନ୍ୟପଟେ ଏଠାରେ ଜମା ହୋଇ ରହିଥିବା ଟନ୍‌ଟନ୍‌ ମଇଳାର ଦୁର୍ଗନ୍ଧରେ ପରିବେଶ ପ୍ରଦୂଷିତ ହୋଇଛି। ଶନିବାର ମୁମ୍ବାଇ ନଗର ପାଳିକାର କର୍ମଚାରୀମାନେ ଏହି ଟନ୍‌ଟନ୍‌ ମଇଳା ସଫା କରିଛନ୍ତି। ଗୋଟିଏ ପଟେ ଲଗାଣ ବର୍ଷାରେ ବିମାନ ଓ ରେଳ ସେବା ବାଧାପ୍ରାପ୍ତ ହୋଇଥିବା ବେଳେ ଅନ୍ୟପଟେ ସହରରେ ଜମା ହୋଇଥିବା ମଇଳା ସାଧାରଣ ଜୀବନ ଉପରେ ପ୍ରଭାବ ପକାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ ବୁଲା କୁକୁର ଆତଙ୍କ, ଯାହାକୁ ଦେଖୁଛି….

ଦେବଗଡ,୨୧ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସହରରେ କୁକୁର ଆତଙ୍କ । ବୁଲା କୁକୁର ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡୁଥିବା ନେଇ ଅଭିଯୋଗ ହୋଇଛି । ଛୋଟ ଛୁଆଠୁ…

କୁକୁରକୁ ବାଡ଼େଇବାରୁ ଭାଙ୍ଗିଗଲା ବାହାଘର: ଜାଣନ୍ତୁ ରୋଚକ ଘଟଣା

ଲକ୍ଷ୍ନୌ,୨୧ା୨:କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯିବାର ନଜିର ରହିଛି। କିନ୍ତୁ ଉତ୍ତରପ୍ରଦେଶରେ ଏକ ସଦ୍ୟତମ ଘଟଣାରେ ଯେଉଁ…

ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ

କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…

ଫେବୃଆରୀ ୨୮ ସୁଦ୍ଧା ଧାନ ନ ଉଠିଲେ ଆନ୍ଦୋଳନ: ଧମକ ଦେଲେ ଚାଷୀ

ପଦ୍ମପୁର,୨୧ା୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୩ ମାସ ବିତିଯାଇଛି। ମାତ୍ର ଏବେ ବି ଚାଷୀ ମଣ୍ଡିରେ ଡେରାପକାଇ ସେମାନଙ୍କ ଧାନ କେବେ ଉଠିବ ସେହି ଚିନ୍ତାରେ…

ଆଗ ଥଇଥାନ, ପରେ ଉଚ୍ଛେଦ: ଜବରଦଖଲ ଉଚ୍ଛେଦକୁ ନେଇ ବଢିଲା ଅସନ୍ତୋଷ

ବରଗଡ଼,୨୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନ ବିଭିନ୍ନ ୱାର୍ଡରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଏହି ଉଚ୍ଛେଦ ପ୍ରକ୍ରିୟାରେ ବଡ଼ବଡ଼ିଆଙ୍କଠାରୁ ଅଧୀକ ଗରିବ ଶ୍ରେଣୀର ଲୋକେ…

ଖୋଲା ଦେହରେ ଯୁବ କଂଗ୍ରେସର ବିକ୍ଷୋଭ

ନୂଆଦିଲ୍ଲୀ,୨୧ା୨: ଦିଲ୍ଲୀ ଭାରତ ମଣ୍ଡପମ୍‌ଠାରେ ଚାଲିଥିବା ଇଣ୍ଡିଆ ଏଆଇ ସମିଟ୍‌ ସ୍ଥଳରେ ଶୁକ୍ରବାର ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି । ଶନିବାର ଏହି ସମିଟ୍‌ର ଶେଷ…

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri