Posted inଜାତୀୟ

ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇଥିବା ଏମ୍‌ପି ପିଡିପିରୁ ବିଦା

ଶ୍ରୀନଗର,୨ା୧୧(ପି.ଟି.): ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗଦେଇଥିବା ପିଡିପି ରାଜ୍ୟ ସଭା ସଦସ୍ୟ ନାଜିର ଅହମଦ ଲଓ୍ବେଙ୍କୁ ଶୁକ୍ରବାର ଦଳରୁ ବହିଷ୍କାର କରାଯାଇଛି। ଦଳବିରୋଧୀ କାର୍ଯ୍ୟ ଲାଗି ତାଙ୍କୁ ପ୍ରାଥମିକ ସଭ୍ୟ ପଦରୁ ବହିଷ୍କାର କରାଯାଇଥିବା ପିଡିପି ମୁଖପାତ୍ର କହିଛନ୍ତି। ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ସେଠାରେ ରାଜନୈତିକ ନେତାମାନଙ୍କୁ ଅଟକ ରଖାଯାଇଛି। ଏଭଳି ସ୍ଥିତିରେ ଉପରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବରେ ଏମ୍‌ପି ଯୋଗଦେବା ଦଳୀୟ ଆଭିମୁଖ୍ୟ ପରିପନ୍ଥୀ ବୋଲି ସେ କହିଛନ୍ତି। ଗୁରୁବାର ମୁର୍ମୁ ଉପରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ଅସନ୍ତୋଷ

ନନ୍ଦପୁର,୫ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ବିଶିଷ୍ଟ ମଞ୍ଚ କଳାକାର ପ୍ରକାଶ ଦେବତାଙ୍କ ପରଲୋକ: ବିଭିନ୍ନ ମହଲରେ ଶୋକର ଛାୟା

ଦେବଗଡ଼,୧୫।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଶିଷ୍ଟ ମଞ୍ଚ କଳାକାର ତଥା ଜାଗରଣ ଆର୍ଟ ଇଣ୍ଟରନ୍ୟାଶନାଲର ଉପସଭାପତି ପ୍ରକାଶ ଦେବତା (ପେରୁ )ଙ୍କର ବୁର୍ଲା ଡାକ୍ତରଖାନାରେ ପରଲୋକ…

ଧର୍ମ ପରିବର୍ତ୍ତନ କରିଥିବାରୁ ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା: ଶେଷରେ…

ରାଇଘର/ଉମରକୋଟ, ୧୫।୪ (କିରଣ ପଟ୍ଟନାୟକ/ ସନ୍ତୋଷ ଶତପଥୀ): ମୂଳ ଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଗାଁ ଶ୍ମଶାନରେ ସତ୍କାର ପାଇଁ ଶବକୁ ମିଳୁନାହିଁ ସ୍ଥାନ…

ସମୁଦ୍ରରେ ମାଛ ଧରିବା ନିଷେଧ: ଏତିକି ଦିନ ଯାଏ କଟକଣା ଲାଗୁ କଲେ ସରକାର

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଆଜିଠୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ନିଷେଧ। ଏନେଇ ମତ୍ସ୍ୟ ବିଭାଗ ପକ୍ଷରୁ କଟକଣା ଜାରି ହୋଇଛି…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

୪୦ ମିନିଟର ଫୋନ କଲ୍‌ରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟ୍ରମ୍ପଙ୍କ ବଡ଼ ମେସେଜ୍‌: ‘ମୁଁ ଆପଣଙ୍କୁ କେବଳ ଏତିକି କହିବାକୁ ଚାହୁଁଛି…’

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନରେ କଥା ହୋଇଛନ୍ତି, ଯାହା ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପରେ ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri