ମୁଲ୍ଲାଙ୍କୁ ଫୋନ୍‌ କଲେ ଟ୍ରମ୍ପ୍‌: କଏଦୀଙ୍କ ମୁକ୍ତି ନେଇ ଏବେ ବି ସନ୍ଦେହ !

ଓ୍ବାଶିଂଟନ,୪।୩: ତାଲିବାନ ମୁଖ୍ୟ ମୁଲ୍ଲା ବରଦାରଙ୍କ ସହିତ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫୋନ୍‌ରେ ଆଲୋଚନା ହୋଇଛି। ଜଣେ ଆତଙ୍କବାଦୀ ସଂଗଠନ ମୁଖ୍ୟଙ୍କ ସହିତ ନେଇ ଆମେରିକା ରାଷ୍ଟ୍ରପତିଙ୍କ ଆଲୋଚନାକୁ ପ୍ରଥମ ଥର ପାଇଁ ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି। ଫେବୃୟାରୀ ୨୯ରେ ଆମେରିକା-ଆଫଗାନିସ୍ତାନ ସରକାର ଏବଂ ତାଲିବାନ ମଧ୍ୟରେ ଶାନ୍ତି ଚୁକ୍ତି ହୋଇଥିଲା। ତେବେ ଏଥିରେ କିମ୍ବା ମୁଲ୍ଲା-ଟ୍ରମ୍ପ୍‌ ଫୋନ୍‌ ଆଲୋଚନାରେ କଏଦୀଙ୍କ ମୁକ୍ତ କରାଯିବା ନେଇ କୌଣସି ପ୍ରସ୍ତାବ ଦିଆଯାଇ ନାହିଁ। ଏ ବିଷୟରେ ମାର୍ଚ୍ଚ ୧୦ରେ ସମସ୍ତ ପକ୍ଷଙ୍କ ମଧ୍ୟରେ ସ୍ବିଡେନ ଓସ୍ଲୋଠାର ଏକ ବୈଠକ ହେବ। ବୈଠକରେ ଶାନ୍ତି ଫେରାଇ ଆଣିବା ଉପରେ ଗୁରୁତ୍ୱାରୋପ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତିରେ ଏହି ଦେଶର ବଲ୍ଲେବଲ୍ଲେ, ଆଦାୟ କରିବ ହର୍ମୁଜ ଉପରେ ଶୁଳ୍କ

ଓ୍ବାଶିଂଟନ୍‌,୮।୪: ପଶ୍ଚିମ ଏସିଆରେ ପାଞ୍ଚ ସପ୍ତାହରୁ ଅଧିକ ସମୟ ଧରି ଲାଗି ରହିଥିବା ଯୁଦ୍ଧର ନିଆଁ ଶେଷରେ ଥଣ୍ଡା ପଡ଼ିଛି। ଆମେରିକା ଏବଂ ଇରାନ ଦୁଇ ସପ୍ତାହ…

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri