ମୁଶରଫ୍‌ଙ୍କୁ ଆଶ୍ୱସ୍ତି: ଦେଶଦ୍ରୋହ ମାମଲା ଉପରେ ରୋକ ଲଗାଇଲେ ଲାହୋର ହାଇକୋର୍ଟ

ଇସଲାମାବାଦ୍‌,୧୬।୧୨: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ୍‌ ମୁଶରଫ୍‌ଙ୍କୁ ଲାହୋର ହାଇକୋର୍ଟ ପକ୍ଷରୁ ଆଶ୍ୱସ୍ତି ମିଳିଛି। ତାଙ୍କ ବିରୋଧରେ ହୋଇଥିବା ଦେଶଦ୍ରୋହ ମାମଲା ଉପରେ କୋର୍ଟ ରୋକ ଲଗାଇଛନ୍ତି। ଏନେଇ ସରକାରଙ୍କୁ କୋର୍ଟ ପକ୍ଷରୁ ସୋମବାର ନିର୍ଦ୍ଦେଶ ଜାରି ହୋଇଛି। ଏହି ମାମଲାର ବିଚାର କରିବା ସହିତ ମୁଶରଫ୍‌ଙ୍କ ଆବେଦନ ଉପରେ ଶୁଣାଣି କରି ୩ ଜଣିଆ ଖଣ୍ଡପୀଠ ଏହି ରାୟ ଦେଇଛନ୍ତି।

Share