ମୁଶରଫ୍‌ଙ୍କ ମୃତ୍ୟୁଦଣ୍ଡାଦେଶ ରଦ୍ଦ

ଇସ୍‌ଲାମାବାଦ,୧୪ା୧-ପାକିସ୍ତାନର ପୂର୍ବତନ ସାମରିକ ଶାସକ ପର୍‌ଭେଜ ମୁଶରଫ୍‌ଙ୍କୁ ରାଜଦ୍ରୋହ ମାମଲରେ ସ୍ବତନ୍ତ୍ର ଟ୍ରିବ୍ୟୁନାଲ ମୃତ୍ୟୁଦଣ୍ଡାଦେଶ ଦେଇଥିବାବେଳେ ଏହାକୁ ଲାହୋର ହାଇକୋର୍ଟ ସୋମବାର ରଦ୍ଦ କରିଛନ୍ତି। ଫଳରେ ମୁଶରଫ୍‌ ଆଶ୍ୱସ୍ତ ହୋଇଛନ୍ତି। ରାୟରେ ସ୍ବତନ୍ତ୍ର ଟ୍ରିବ୍ୟୁନାଲ ଅସାମ୍ବିଧାନିକ ବୋଲି ହାଇକୋର୍ଟ କହିଛନ୍ତି। ମୁଶରଫ୍‌ଙ୍କ ବିରୋଧରେ ରାଜଦ୍ରୋହ ମାମଲା ଆଇନତଃ ଠିକ୍‌ ଭାବେ ପ୍ରସ୍ତୁତ କରାଯାଇନାହିଁ ବୋଲି ହାଇକୋର୍ଟଙ୍କ ୩ଜଣିଆ ଖଣ୍ଡପୀଠ ରାୟରେ ଦର୍ଶାଇଛନ୍ତି। ବିଚାରପତି ସୟେଦ ମଜାହର ଅଲି ଆକ୍‌ବର ନକ୍‌ଭି, ବିଚାରପତି ମହମ୍ମଦ ଆମୀର ଭାଟ୍ଟି ଓ ବିଚାରପତି ଚୌଧୁରୀ ମାସୁଦ୍‌ ଜହାଙ୍ଗୀର ସ୍ବତନ୍ତ୍ର ଟ୍ରିବ୍ୟୁନାଲର ରାୟକୁ ଖାରଜ କରିଦେଇଛନ୍ତି। ପ୍ରକାଶଥାଉ କି, ୨୦୧୯ ଡିସେମ୍ବର ୧୭ରେ ଇସ୍‌ଲାମାବାଦର ସ୍ବତନ୍ତ୍ର କୋର୍ଟ ରାଜଦ୍ରୋହ ମାମଲାରେ ମୁଶରଫ୍‌ଙ୍କୁ ମୃତ୍ୟୁଦଣ୍ଡାଦେଶ ଶୁଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

ଲଣ୍ଡନ ରାସ୍ତାରେ ରାଜାଙ୍କ ଘୋଡ଼ା

ଲଣ୍ଡନ,୨୬ା୪:ବ୍ରିଟେନ୍‌ ରାଜାଙ୍କ ୪ଟି ଘୋଡ଼ା ବୁଧବାର ପୂର୍ବାହ୍ନର ଗହଳି ସମୟରେ କେନ୍ଦ୍ରୀୟ ଲଣ୍ଡନରେ ବିନା ସବାରରେ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ସେଥିରୁ ୨ଟି ଘୋଡ଼ା କୌଣସି...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

ଭୂକମ୍ପ ଝଟ୍‌କାରେ ଥରିଲା ପାକିସ୍ତାନର ସବୁଠାରୁ ବଡ ସହର କରାଚି, ଲୋକେ ଭୟଭୀତ

ଇସଲାମାବାଦ,୨୫।୪: ବୁଧବାର ରାତିରେ ଭୂକମ୍ପ ଯୋଗୁଁ ପାକିସ୍ତାନର ବୃହତ୍ତମ ସହର କରାଚି ଥରି ଉଠିଛି। କରାଚିରେ ୩.୨ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟି ଲୋକଙ୍କୁ ଭୟଭୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri