ମୁହଁ ଲୁଚାଇ ଇଦ୍‌ ପାଳିଲେ ସାରା-କାର୍ତ୍ତିକ

ମୁମ୍ବାଇ,୬।୬: ବି ଟାଉନର ଚର୍ଚ୍ଚିତ ଯୋଡି ସାରା ଅଲ୍ଲୀ ଖାଁ ଓ କାର୍ତ୍ତିକ ଆର୍ୟନ ଏବେ ପୁଣି ଚର୍ଚ୍ଚା ପରିସରକୁ ଚାଲି ଆସିଛନ୍ତି। ବୁଧବାର ଇଦ୍‌ ଅବସରରେ ସାରା ଓ କାର୍ତ୍ତିକ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ଦୁଇ ଜଣ ନିଜ ମୁହଁକୁ କପଡାରେ ବାନ୍ଧିବା ସହ ମସ୍‌ଜିଦ୍‌ ବାହାରେ ଇଦ୍‌ ପାଳୁଥିବା ଦେଖିବାକୁ ମିଳିଛି। ତାଙ୍କର ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପୂର୍ବରୁ କାର୍ତ୍ତିକଙ୍କ ପ୍ରତି ସାରାଙ୍କ କ୍ରସ ଥିବା ବେଳେ ବହୁ ଥର ୨ ଜଣ ଏକାଠି ନଜର ଆସିଥାନ୍ତି। ଦୁଇ ଜଣ ଏବେ ଏକାଠି ସ୍କ୍ରିନ ଶେୟାର କରିବାକୁ ଯାଉଛନ୍ତି। ଅପ୍‌ କମ୍‌ିଂ ଫିଲ୍ମ ‘ଲଭ ଆଜ କଲ୍‌-୨’ର ନଜର ଆସିବେ ସାରା-କାର୍ତ୍ତିକ।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

ଫସିଗଲେ ପ୍ରଣିତ ମୋରେ, ବାଧ୍ୟ ହୋଇ ଇନଷ୍ଟାଗ୍ରାମ ଆକାଉଣ୍ଟ କଲେ ଡିଲିଟ୍‌ !

ମୁମ୍ବାଇ: ବିବାଦ ଘେରରେ ଜଣାଶୁଣା ଷ୍ଟାଣ୍ଡ-ଅପ କମେଡିଆନ ପ୍ରଣିତ ମୋରେ। ତାଙ୍କ ଶୋ’ର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲୋକେ ତାଙ୍କୁ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri