ମୃତକଙ୍କ ନଁ।ରେ ଭତ୍ତା ଟଙ୍କା ହଡ଼ପ ଘଟଣା :ବ୍ଲକ ପ୍ରଶାସନ, ଜିଲା ସାକପମାଜିକ ସୁରକ୍ଷା ଅଧିକାରୀଙ୍କ ତଦନ୍ତ

ଦାରିଙ୍ଗବାଡ଼ି,୩୧।୮(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଶ୍ରାନିକେତା ପଞ୍ଚାୟତରେ ମୃତକଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ ଘଟଣାର ବିଡିଓ ତ୍ରିଲୋଚନ ପାତ୍ର ଏବଂ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ବଳରାମ ସେଠୀ ମିଳିତ ତଦନ୍ତ ଆରମ୍ଭ କରିଛନ୍ତି। ଏନେଇ ଶୁକ୍ରବାର ଶ୍ରାନିକେତା ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ସରପଞ୍ଚ ସୂପର୍ଣ୍ଣା ପ୍ରଧାନଙ୍କ ଉପସ୍ଥିତିରେ ମୃତକଙ୍କ ପରିବାରଲୋକଙ୍କୁ ଡକାଇ ପଞ୍ଚାୟତ କାର୍ଯ୍ୟାଳୟରେ ପଚରାଉଚରା କରାଯାଇଥିଲା। ହିତାଧିକାରୀଙ୍କ ମୃତ୍ୟୁ ପରେ ମଧ୍ୟ ପଞ୍ଚାୟତ କର୍ମଚାରୀ ଭତ୍ତା ଟଙ୍କା ଉଠାଇ ହଡ଼ପ କରିଥିବା ତଦନ୍ତରୁ ଜଣାପଡ଼ିଛି। ଏନେଇ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରାଯିବ ବୋଲି କୁହାଯାଇଛି। ତଦନ୍ତ ବେଳେ ବ୍ଲକ ପ୍ରୋଗ୍ରାମ ମ୍ୟାନେଜର ଧିରେନ୍ଦ୍ର ବଳିଆର ସିଂ, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ କେଦାର ଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ସୂଚନା ଯୋଗ୍ୟ ଯେ, ଉକ୍ତ ପଞ୍ଚାୟତରେ ୧୪ ଜଣ ମୃତକ ଏବଂ ଜଣେ ମହିଳାଙ୍କ ନାମରେ ୨ଟି ଭତ୍ତା କାର୍ଡ଼ ରହିଥିବା ସାମାଜିକ ସମୀକ୍ଷା ବେଳେ ଜଣା ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri