ମୃତ୍ୟୁ ଏଠି ଅପରାଧ

ବିଶ୍ୱରେ କିଛି ଦେଶ ଅଛି, ଯେଉଁଠି ଇଚ୍ଛାମୃତ୍ୟୁକୁ ମିଳିଛି ଆଇନଗତ ସ୍ବୀକୃତି। ହେଲେ ଏମିତି ଦେଶ ଅଛି, ଯେଉଁଠି ମୃତ୍ୟୁକୁ ଅପରାଧ ବୋଲି ବିବେଚନା କରାଯାଏ। କିଛି ଦେଶରେ ଆତ୍ମହତ୍ୟାକୁ ମଧ୍ୟ ଅପରାଧ ଭାବେ ଗ୍ରହଣ କରାଯାଇଥାଏ। ହେଲେ ନରଓ୍ବେର ଲାଇମ୍ବଇୟରବେନ୍‌ରେ ରହିଛି ଅଜବ ପ୍ରଥା। ଏଠି ମୃତ୍ୟୁକୁ ଅପରାଧ ବୋଲି କୁହାଯାଇଥାଏ। ଏଠାକାର ଆଇନ ଅନୁଯାୟୀ, ଏଠି କେହି ମରିପାରିବେ ନାହିଁ। ତେବେ ଏମିତି ନିୟମ ପଛରେ ଏକ ବଡ କାରଣ ଅଛି। ଏହିି ଗାଁରେ ୨ ହଜାର ଲୋକ ବସବାସ କରୁଥିବା ବେଳେ ରହିଛି ଗୋଟିଏ ମାତ୍ର କବରସ୍ଥାନ। ଏହାଛଡା କବର ସ୍ଥାନଟି ଅତ୍ୟଧିକ ଥଣ୍ଡା ପରିବେଶରେ ରହିଛି। ଏଠାରେ ଯେଉଁମାନଙ୍କୁ କବର ଦିଆଯାଏ, ଅନେକ ଦିନ ପର୍ଯ୍ୟନ୍ତ ମୃତ ଶରୀରଟି ମାଟିରେ ନ ମିଶି ପଡି ରହିଥାଏ। ତେଣୁ ଅନ୍ୟ ମୃତଦେହକୁ କବର ଦେବାକୁ ସ୍ଥାନର ଅଭାବ ପଡିଥାଏ। ଏପରି ସ୍ଥଳେ ଉକ୍ତ ଗାଁରେ ରହୁଥିବା ଲୋକମାନଙ୍କ ମଧ୍ୟରୁ ଯେଉଁମାନଙ୍କର ମୃତ୍ୟୁ ନିଶ୍ଚିତ ହୋଇଯାଏ ବା ଯେଉଁମାନେ ଅତ୍ୟଧିକ ଅସୁସ୍ଥ ହୋଇ ପଡନ୍ତି, ଆଉ ସୁସ୍ଥ ହେବାର ସମ୍ଭାବନା ନ ଥାଏ ସେମାନଙ୍କୁ ଗାଁଠାରୁ ଦୂରକୁ ନିଆଯାଇଥାଏ। ସେମାନଙ୍କର ଗାଁ ବାହାରେ ହିଁ ମୃତ୍ୟୁ ହୋଇଥାଏ। ଏହି ଅଜବ ପ୍ରଥା ଆଜିବି ଏଠି ପାଳନ କରାଯାଉଛି। ତେଣୁ ଏଠାରେ ମୃତ୍ୟୁକୁ ଏକ ଅପରାଧ ଭାବେ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri