ମୃତ୍ୟୁ ଏଠି ଅପରାଧ

ବିଶ୍ୱରେ କିଛି ଦେଶ ଅଛି, ଯେଉଁଠି ଇଚ୍ଛାମୃତ୍ୟୁକୁ ମିଳିଛି ଆଇନଗତ ସ୍ବୀକୃତି। ହେଲେ ଏମିତି ଦେଶ ଅଛି, ଯେଉଁଠି ମୃତ୍ୟୁକୁ ଅପରାଧ ବୋଲି ବିବେଚନା କରାଯାଏ। କିଛି ଦେଶରେ ଆତ୍ମହତ୍ୟାକୁ ମଧ୍ୟ ଅପରାଧ ଭାବେ ଗ୍ରହଣ କରାଯାଇଥାଏ। ହେଲେ ନରଓ୍ବେର ଲାଇମ୍ବଇୟରବେନ୍‌ରେ ରହିଛି ଅଜବ ପ୍ରଥା। ଏଠି ମୃତ୍ୟୁକୁ ଅପରାଧ ବୋଲି କୁହାଯାଇଥାଏ। ଏଠାକାର ଆଇନ ଅନୁଯାୟୀ, ଏଠି କେହି ମରିପାରିବେ ନାହିଁ। ତେବେ ଏମିତି ନିୟମ ପଛରେ ଏକ ବଡ କାରଣ ଅଛି। ଏହିି ଗାଁରେ ୨ ହଜାର ଲୋକ ବସବାସ କରୁଥିବା ବେଳେ ରହିଛି ଗୋଟିଏ ମାତ୍ର କବରସ୍ଥାନ। ଏହାଛଡା କବର ସ୍ଥାନଟି ଅତ୍ୟଧିକ ଥଣ୍ଡା ପରିବେଶରେ ରହିଛି। ଏଠାରେ ଯେଉଁମାନଙ୍କୁ କବର ଦିଆଯାଏ, ଅନେକ ଦିନ ପର୍ଯ୍ୟନ୍ତ ମୃତ ଶରୀରଟି ମାଟିରେ ନ ମିଶି ପଡି ରହିଥାଏ। ତେଣୁ ଅନ୍ୟ ମୃତଦେହକୁ କବର ଦେବାକୁ ସ୍ଥାନର ଅଭାବ ପଡିଥାଏ। ଏପରି ସ୍ଥଳେ ଉକ୍ତ ଗାଁରେ ରହୁଥିବା ଲୋକମାନଙ୍କ ମଧ୍ୟରୁ ଯେଉଁମାନଙ୍କର ମୃତ୍ୟୁ ନିଶ୍ଚିତ ହୋଇଯାଏ ବା ଯେଉଁମାନେ ଅତ୍ୟଧିକ ଅସୁସ୍ଥ ହୋଇ ପଡନ୍ତି, ଆଉ ସୁସ୍ଥ ହେବାର ସମ୍ଭାବନା ନ ଥାଏ ସେମାନଙ୍କୁ ଗାଁଠାରୁ ଦୂରକୁ ନିଆଯାଇଥାଏ। ସେମାନଙ୍କର ଗାଁ ବାହାରେ ହିଁ ମୃତ୍ୟୁ ହୋଇଥାଏ। ଏହି ଅଜବ ପ୍ରଥା ଆଜିବି ଏଠି ପାଳନ କରାଯାଉଛି। ତେଣୁ ଏଠାରେ ମୃତ୍ୟୁକୁ ଏକ ଅପରାଧ ଭାବେ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri