Posted inଜାତୀୟ

ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ପୂର୍ଣ୍ଣ ପେନ୍‌ସନ ମାମଲାର ଶୁଣାଣି ୧୩ରେ

ନୂଆଦିଲ୍ଲୀ,୭ା୧୧(ପି.ଟି.): କର୍ତ୍ତବ୍ୟରେ ଥାଇ ମୃତ୍ୟୁ ହେଉଥିବା ପୋଲିସ କର୍ମଚାରୀଙ୍କ ପରିବାରକୁ ପୂର୍ଣ୍ଣ ପେନ୍‌ସନ ସହ ଜଣକୁ ନିଯୁକ୍ତି ଦେବା ଲାଗି ଦାଏର ପିଟିଶନର ଶୁଣାଣି ପାଇଁ ସୁପ୍ରିମକୋର୍ଟ ଗ୍ରହଣ କରିଛନ୍ତି। ସରକାରୀ ଅଧିକାରୀଙ୍କ ଭଳି ପୋଲିସଙ୍କ ମୃତ୍ୟୁ ପାଇଁ ସମାନ ନିୟମ ଲାଗୁ ନ ହେବା ଅନ୍ୟାୟ ବୋଲି ଆବେଦନକାରୀଙ୍କ ଓକିଲ ଏମ୍‌.ଏଲ୍‌. ଶର୍ମା କହିଛନ୍ତି। ପୋଲିସ ଅନୁପସ୍ଥିତିରେ ଅଦାଲତ, ମନ୍ତ୍ରୀ କମ୍ବା ସେସାଇଟି କେହି ଆଇନ ଶୃଙ୍ଖଳା ରକ୍ଷା କରିପାରିବେନି। ସେମାନେ ସମାଜରେ ଆଇନଶୃଙ୍ଖଳା ସ୍ଥିତି ସମ୍ଭାଳିବା ସହ ଧନଜୀବନର ସୁରକ୍ଷା କରିଥାନ୍ତି। ସେଥିପାଇଁ ଜଣେ ପୋଲିସ କର୍ତ୍ତବ୍ୟରେ ଥାଇ ପ୍ରାଣ ହରାଇଲେ ପୁରସ୍କାର ସ୍ବରୂପ ତାଙ୍କ ପରିବାରକୁ ପୂର୍ଣ୍ଣ ପେନ୍‌ସନ ସହିତ ଜଣକୁ ଚାକିରି ମିଳିବା ଆବଶ୍ୟକ ବୋଲି ଆବେଦନକାରୀ ପୋଲିସ ଅଫିସରଙ୍କ ବିଧବା ସ୍ତ୍ରୀଙ୍କ ପକ୍ଷରୁ ଲଢ଼ୁଥିବା ଆଇନଜୀବୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri