ମେକ୍ସିକୋରେ ଘରୁ ନ ବାହାରିବାକୁ ଲୋକଙ୍କୁ ଚେତାବନୀ

ମେକ୍ସିକୋ ସିଟି,୧୫।୫: ମେକ୍ସିକୋରେ ପରିବେଶୀୟ ଜରୁରୀ କାଳୀନ ପରିସ୍ଥିତି ଘୋଷଣା ହୋଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଲୋକଙ୍କୁ ଘରୁ ବାହାରକୁ ନ ବାହାରିବାକୁ କୁହାଯାଇଛି। ପରିବେଶ ବିଭାଗ ପକ୍ଷରୁ ଏନେଇ ବୁଧବାର ସୂଚନା ଜାରି କରାଯାଇଛି। ସ୍ଥାନୀୟ ଜଙ୍ଗଲରୁ ଆସୁଥିବା ଧୁଆଁ ସହରରେ ପଶିବାରେ ଲାଗିଛି। ଗାଡ଼ି ଚାଳକଙ୍କୁ ଗାଡ଼ି ଚଳାଇବାକୁ ବାରଣ କରାଯାଇଛି। ଲୋକଙ୍କୁ ଘରେ କବାଟ ଝରକା ଦେଇ ରହିବାକୁ ଚେତାବନୀ ଦିଆଯାଇଛି। ବରିଷ୍ଠ ବ୍ୟକ୍ତି ବିଶେଷ ଏବଂ ଛୋଟପିଲାଙ୍କୁ ଘରେ ରଖିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଆଡଲ୍ଟ କଣ୍ଟେଣ୍ଟ ଉପରେ ମୋଟା ରକମ ପାଇବାକୁ ଚିନ୍ତା କରୁଛି ୟୁକ୍ରେନ, ଆଣିବ ନୂଆ ଆଇନ

କ୍ୱିଭ,୭।୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି; ଦୁଇ ଦେଶ ଦୀର୍ଘ ସମୟ ଧରି ପରସ୍ପର ସହିତ ଲଢୁଛନ୍ତି। ଏହି ବିବାଦ ମଧ୍ୟରେ, ୟୁକ୍ରେନିଆନ ସରକାର…

‘ହର୍ମୁଜ ସେତେବେଳେ ଖୋଲିବ ଯେତେବେଳେ…’: ଆମେରିକା ପାଇଁ ନୂଆ ସର୍ତ୍ତ ରଖିଲା ଇରାନ

ତେହରାନ,୭।୯: ହର୍ମୁଜ ପ୍ରଣାଳୀ ଉପରେ ବିବାଦ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇରାନ ଏହି ପ୍ରଣାଳୀ ଖୋଲିବା ସମ୍ପର୍କରେ ଆମେରିକା ପାଇଁ ଏକ ସର୍ତ୍ତ ରଖିଛି। ଇରାନର…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri