ମେଟଲ୍‌ ମିଟ୍‌ ସିନିୟର ଗ୍ରାଣ୍ଡ ଫିନାଲେ ଆରମ୍ଭ: ମଞ୍ଚରେ ଶ୍ରେଷ୍ଠ ୮ଟିମ୍‌

ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍‌ ମିଟ୍‌ ସିନିୟର ଚାମ୍ପିୟନ୍‌ ଟାଇଟଲ ପାଇଁ ଆରମ୍ଭ ହୋଇଛି ଜୋରଦାର ଲଢ଼େଇ। ମଞ୍ଚରେ ଶ୍ରେଷ୍ଠ ୮ ଟିମ୍‌ ଏନ୍‌ଆଇଟି ରାଉରକେଲା, ଆଇଆଇଟି ଭୁବନେଶ୍ୱର, ଏମ୍‌ସ ଭୁବନେଶ୍ୱର, କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ଟେକ୍ନୋଲୋଜି(ସିଇଟି), ଏକ୍ସଆଇଏମ୍‌ବି, ଏସ୍‌ସିବି ମେଡିକାଲ କଲେଜ, ନାଇଜର୍‌ ଓ ଆଇଜିଆଇଟି ସାରଙ୍ଗ ଅଛନ୍ତି। କୁଇଜ୍‌ମାଷ୍ଟରଅଜୟ ପୁନିଆ ପ୍ରଥମ ରାଉଣ୍ଡ ପ୍ରଶ୍ନୋତ୍ତର ଆରମ୍ଭ କରିଥିବାବେଳେଟିମ୍‌ଗୁଡ଼ିକ ପରସ୍ପରକୁ କଡ଼ା ଟକ୍କର ଦେଉଥିବା ଦେଖିବାକୁ ମିଳିଛି।

ମେଟଲମିଟ୍‌ -୨୦୧୯ ଫିନାଲେ ଟିମ୍‌: ସିନିୟର ଗ୍ରୁପ

ଏମ୍‌ସ (ଭୁବନେଶ୍ୱର):
ସମୀର ଶେଖର ପାତ୍ର, ସୌରଭ ଗରାଇ, ରଞ୍ଜନ ଅନିଲ କୁମାର, ଆଦର୍ଶ କୁମାର ମହାପାତ୍ର

ସିଇଟି (ଭୁବନେଶ୍ୱର):
ଅଙ୍କିତ ସିଂ, ରୋନିଶା ଦାସ, ପ୍ରତୀକ ମିଶ୍ର, ତୀର୍ଥ ତିଲକ ପାଣି

ନାଇଜର (ଖୋର୍ଦ୍ଧା):
ଶାଶ୍ୱତ ଦାସ, ରିତେଶ ଦାସ, ଶାଶ୍ୱତ ପତି, ଅଶ୍ଳେଷ ପଟ୍ଟନାୟକ

ଏକ୍ସଆଇଏମ୍‌ବି (ଭୁବନେଶ୍ୱର):
ସଙ୍କିତ କୁମାର ତ୍ରିପାଠୀ, ସାର୍ଥକ ଶତପଥୀ, ସନତ ଷଡ଼ଙ୍ଗୀ, ସିଦ୍ଧାର୍ଥ ପୂଜାରୀ

ଆଇଜିଆଇଟି (ସରାଙ୍ଗ):
ପ୍ରତୀକ ମହାନ୍ତି, ପବିତ୍ର ନାରାୟଣ ନାୟକ, ବିଶ୍ୱତୋଷ ରାଉତ, ସିଦ୍ଧାର୍ଥ ଶଙ୍କର ରାଉତ

ଆଇଆଇଟି (ଭୁବନେଶ୍ୱର):
ଅମଲ ମାଥ୍ୟୁ ଜେମ୍‌ସ, ପ୍ରୀତମ ଶର୍ମା, ସାର୍ଥକ ପଟ୍ଟନାୟକ, ରାହୁଲ ରାଜୀବ

ଏସ୍‌ସିବି ମେଡ଼ିକାଲ କଲେଜ(କଟକ):
ପ୍ରୀତିମାନ ମିଶ୍ର, ନନ୍ଦଦ୍ୟୁତି ଆଚାର୍ଯ୍ୟ, ସଙ୍କେତ ଜେନା, ପୁରଞ୍ଜନ ଦେବ

ଏନ୍‌ଆଇଟି (ରାଉରକେଲା):
ଏସ୍‌ପି ଶାନ୍ତନୁ, ଦିବ୍ୟ ପ୍ରକାଶ ମହାନ୍ତି, ଚିନ୍ମୟ ମହାନ୍ତି, ଆଦିତ୍ୟ କୁମାର।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri