‘ମେଟଲ୍‌ ମିଟ୍‌-୨୦୧୯’; ଘୋଷଣା ହେଲା ସିନିୟର ଟପ୍‌-୮, ଏଥର ୩ ନୂଆ ଟିମ୍‌କୁ ମିଳିଲା ଫିନାଲେ ଟିକେଟ୍‌

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟସ୍ତରୀୟ କୁଇଜିଂ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ର ସିନିୟର ବିଭାଗର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଏହି ବିଭାଗରେ ଶ୍ରେଷ୍ଠ ୮ ଟିମ୍‌ ଫିନାଲେ ଟିକେଟ୍‌ ପାଇଛନ୍ତି । ପ୍ରିଲିମ୍ସରେ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରି ଗ୍ରାଣ୍ଡ୍‌ ଫିନାଲେରେ ପ୍ରବେଶକରିଛନ୍ତି ଏନ୍‌ଆଇଟି ରାଉରକେଲା, ଆଇଆଇଟି ଭୁବନେଶ୍ୱର, ଏମ୍‌ସ ଭୁବନେଶ୍ୱର, କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି(ସିଇଟି), ଏକ୍ସଆଇଏମ୍‌ବି, ଏସ୍‌ସିବି ମେଡିକାଲ କଲେଜ, ନାଇଜର୍‌ ଓ ଆଇଜିଆଇଟି ସାରଙ୍ଗା ଜୁନିୟର୍‌ ପ୍ରିଲିମ୍ସରେ ପ୍ରତ୍ୟେକ ଟିମ୍‌ ପରସ୍ପରକୁ କଡ଼ା ଟକ୍କର ଦେଇଥିବାବେଳେ ଏଥର କଡ଼ା ପ୍ରତିଯୋଗିତା ଦେଖିବାକୁ ମିଳିଥିଲା। ଚଳିତବର୍ଷ ୩ଟି ନୂଆଟିମ୍‌ ଏକ୍ସଆଇଏମ୍‌ବି, ନାଇଜର୍‌ଏବଂସାରଙ୍ଗସ୍ଥିତ ଆଇଜିଆଇଟିକୁ ପ୍ରଥମଥର ପାଇଁ ’ମେଟଲ୍‌ ମିଟ୍‌’ ଫିନାଲେ ଟିକେଟ୍‌ ମିଳିଛି।

ପ୍ରକାଶଯୋଗ୍ୟ, ‘ମେଟଲ୍‌ ମିଟ୍‌-୨୦୧୯’ର ଜୁନିୟର ପ୍ରିଲିମ୍ସ ରାଉଣ୍ଡରେ ଭୁବନେଶ୍ୱରର ସାଇ ଇଣ୍ଟରନ୍ୟାସନାଲ ସ୍କୁଲ, ବକ୍ସି ଜଗବନ୍ଧୁ ଇଂଲିଶ ମିଡିୟମ୍‌ ସ୍କୁଲ, ଓଡିଏମ୍‌ ପବ୍ଲିକ୍‌ ସ୍କୁଲ,ଡିଏଭି ପୋଖରୀପୁଟ, ୟୁନିଟ୍‌-୮ ଡିଏଭି ପବ୍ଲିକ୍‌ ସ୍କୁଲ୍‌, ମଦର୍ସ ପବ୍ଲିକ୍‌ ସ୍କୁଲକୁ ଫିନାଲେ ଟିକେଟ୍‌ମିଳିଥିବା ବେଳେ ରାଉରକେଲାର ସେଣ୍ଟ୍‌ ପଲ୍‌ସ ସ୍କୁଲ୍‌,କଟକର ସିଡିଏସ୍ଥିତ ଡିଏଭି ପବ୍ଲିକ୍‌ ସ୍କୁଲ ଗୋଲ୍‌ଡେନ୍‌ ଟିକେଟ୍‌ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?