ମେଡିକାଲରେ ୪ ମାସରେ ୮ ଥର ଠକେଇ: ରୋଗୀଙ୍କଠାରୁ ୮ଶହ ନେଇଗଲେ ଦଲାଲ

ଅନୁଗୋଳ ଅଫିସ, ୪।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ମଙ୍ଗଳବାର ପୁଣି ଜଣେ ରୋଗୀ ଦଲାଲଙ୍କ ଠକାମିର ଶିକାର ହୋଇଛନ୍ତି। ଏହାକୁ ମିଶାଇ ଗତ ୪ ମାସ ମଧ୍ୟରେ ୮ ଥର ଏପରି ଘଟଣା ଘଟିଥିଲେ ମଧ୍ୟ ମେଡିକାଲ ପ୍ରଶାସନ କୌଣସି ପଦକ୍ଷେପ ନେଉନାହିଁ। ସିସିଟିଭି ଯାଞ୍ଚ କରିବା କି ଥାନାରେ ଏତଲା ଦିଆଯାଉ ନ ଥିବାରୁ ଏ ନେଇ ଅସନ୍ତୋଷ ସୃଷ୍ଟି ହୋଇଛି।
ଅଭିଯୋଗ ଅନୁଯାୟୀ, ଆଠମଲ୍ଲିକ ନିରିମୂଳା ଅଞ୍ଚଳର ବିଘ୍ନେଶ୍ୱର ପ୍ରଧାନ(୫୮) କିଡ୍‌ନୀ ଜନିତ ରୋଗ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସିଥିଲେ। ଅନୁଗୋଳ ବସ୍‌ଷ୍ଟାଣ୍ଡରୁ ସେ ମେଡିକାଲ ଆସୁଥିବା ବେଳେ ଜେଲ ଛକ ଠାରେ ଜଣେ ଦଲାଲ୍‌ ତାଙ୍କୁ ଭେଟିବା ସହ କିଡ୍‌ନୀ ବିଭାଗର କର୍ମଚାରୀ ବୋଲି ପରିଚୟ ଦେଇଥିଲେ। ମୁଖ୍ୟ ଚିକିତ୍ସାଳୟ ଆଉଟଡୋରରୁ ଟିକେଟ୍‌ କରିବା ପରେ ସମ୍ପୃକ୍ତ ଦଲାଲ କିଡ୍‌ନୀ ଖରାପ ଥିବା ରୋଗୀଙ୍କୁ ସରକାରଙ୍କ ପକ୍ଷରୁ ୮୦ ହଜାର ଟଙ୍କା ମିଳୁଛି, ତୁମକୁ ମିଳିଛି କି ନାହିଁ ବୋଲି ପଚାରି କୋର୍ଟ ଆଡ଼କୁ ନେଇଯାଇଥିଲେ। ୮୦ ହଜାର ଟଙ୍କା ପାଇବାକୁ ହେଲେ ୧୨ଶହ ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri