ମେଡିକାଲ ପରୀକ୍ଷା: ଇ-ଟେକ୍‌ର ୧୯ ଛାତ୍ରୀଛାତ୍ର ସଫଳ

ଢେଙ୍କାନାଳ ଅଫିସ, ୭।୬- ଢେଙ୍କାନାଳ ଇ-ଟେକ୍‌ ଆବାସିକ ମହାବିଦ୍ୟାଳୟର ୧୯ଜଣ ଛାତ୍ରୀଛାତ୍ର ଜାତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (ନିଟ୍‌)ରେ ସଫଳତା ହାସଲ କରିଛନ୍ତି ା ଶିବନନ୍ଦନ ବୋଷ ୫୮୧, ରୁପାଲି ଭରଦ୍ୱାଜ ୫୮୦, ଅମିତ କୁମାର ସାହୁ ୫୭୯, ଅଭିଲିପ୍ସା ସ୍ବାଇଁ ୫୬୩, ସୌମ୍ୟରଞ୍ଜନ ସାହୁ ୫୪୧, ଲିଙ୍କନ କୁମାର ପରିଡ଼ା ୪୯୭, ଶାସ୍ବତ କୁମାର ସାହୁ ୪୯୭ ମାର୍କ ରଖି ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ମେଡିକାଲ କଲେଜରେ ନାମ ଲେଖାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି।
ଇ-ଟେକ୍‌ ଆବାସିକ ମହାବିଦ୍ୟାଳୟ ଦ୍ୱାରା ପରିଚାଳିତ ଇଟେକ୍‌ ଏନଟ୍ରାନ୍ସ କ୍ଲାସ ମାଧ୍ୟମରେ ସମ୍ପୃକ୍ତ ଛାତ୍ରୀଛାତ୍ରଙ୍କ କୋଚିଂ ବ୍ୟବସ୍ଥା କରାଯାଇଥିଲା। ସଫଳତା ପାଇଥିବା ପିଲାଙ୍କୁ କଲେଜ ଅଧ୍ୟକ୍ଷ ଡ. ସୁରେଶ ମିଶ୍ର ଶୁଭେଚ୍ଛା ଜଣାଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri