ମେଦବହୁଳତାଠୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ଉଷୁମ ପାଣିରେ ମିଶାଇ ପିଅନ୍ତୁ ଏହି ଲୁଣ…

ସକାଳେ ଟିପେ କଳା ଲୁଣ(ସୈନ୍ଧବ ଲବଣ) ଗ୍ଲାସେ ଉଷୁମ ପାଣି ସହିତ ପିଇଲେ ମିଳିଥାଏ ଅନେକ ଉପକାର। ଏହା ପାଚନ କ୍ରିୟାକୁ ସ୍ବାଭାବିକ କରେ। ମେଦବହୁଳତା କମ୍‌ କରିବାରେ ଏହା ମହୌଷଧି ସଦୃଶ କାର୍ଯ୍ୟ କରିଥାଏ। ଏହା ପେଟରେ ଥିବା ପ୍ରାକୃତିକ ହାଇଡ୍ରୋକ୍ଲୋରିକ୍‌ ଏସିଡ୍‌ ଓ ପ୍ରୋଟିନ୍‌କୁ ହଜମ କରେ। ବିଭିନ୍ନ ଏନଜାଇମ୍‌କୁ ଏହା ସକ୍ରିୟ କରିଥାଏ। ଅନିଦ୍ରା ରୋଗରେ ଏହା ସୁଫଳ ଦିଏ। କଳା ଲୁଣ ଅସ୍ଥିକୁ ମଜବୁତ କରିଥାଏ ବୋଲି ଆୟୁର୍ବେଦ ଶାସ୍ତ୍ରରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

ଆତ୍ମସମର୍ପଣ କରିବ କି ୟୁକ୍ରେନ? ରୁଷିଆ ଆକ୍ରମଣରେ ଦୋହଲିଗଲା କ୍ୱିଭ, ଆୟରଲ୍ୟାଣ୍ଡ ଯାତ୍ରାକୁ ଅଧାରେ ଛାଡି ଫେରିଲେ ଜେଲେନସ୍କି

କ୍ୱିଭ,୨।୭: ତୈଳ ବିଶୋଧନାଗାର ଏବଂ ଡିପୋ ଉପରେ ଡ୍ରୋନ ଆକ୍ରମଣ ଯୋଗୁ କ୍ରୋଧିତ ହୋଇ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ରାଜଧାନୀ କ୍ୱିଭ ଉପରେ ବଡ଼…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

ପୁଷ୍ୟ ନକ୍ଷତ୍ରରେ ଗୋଚର କରିବେ ବୃହସ୍ପତି, ୧୯ ଜୁଲାଇରୁ ଖୋଲିବ ଏହି ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ, ବୃହସ୍ପତିଙ୍କୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ ବୋଲି କୁହାଯାଏ । ଏହାକୁ ଜ୍ଞାନ, ଶିକ୍ଷା, ଧନ ଏବଂ ସନ୍ତାନର ପ୍ରମୁଖ କର୍ତ୍ତା ଭାବରେ ବିବେଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri