ମେଦବହୁଳତାରୁ ଦୂରେଇ ରହିବା ପାଇଁ ସପ୍ତାହରେ ଏଥିରୁ ୩ ଥର…

ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ମେଦବହୁଳତା ଦେଖାଦେଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ସପ୍ତାହରେ ୨-୩ଥର କଲରା ଖାଇଲେ ସୁଫଳ ମିଳିଥାଏ। କଲରାରେ ଲୌହ, ପୋଟାସିୟମ୍‌, ଫୋଲେଟ୍‌, ଜିଙ୍କ୍‌, ମାଙ୍ଗାନିଜ୍‌, କପର, କ୍ୟାଲସିୟମ୍‌, ସୋଡ଼ିୟମ୍‌, ମ୍ୟାଗ୍ନେସିୟମ୍‌, ଫ୍ଲୋରାଇଡ୍‌, କାଟେସିନ୍‌ , ଗାଲିକ୍‌ ଏସିଡ୍‌, ଇପିକାଟେସିନ୍‌, କ୍ଲୋରୋଜେନିକ୍‌ ଏସିଡ୍‌, ଭିଟାମିନ୍‌ ସି, ଭିଟାମିନ୍‌ ଏ, ଆଦି ପୋଷକ ତତ୍ତ୍ୱ ରହିଥାଏ। କଲରା ଖାଇଲେ ରକ୍ତ ସଞ୍ଚାଳନ ବୃଦ୍ଧି ହୋଇ ହାର୍ଟ ଆଟାକ୍‌, ରକ୍ତଚାପ ଓ ଡାଇବେଟିସ୍‌ରୁ ମୁକ୍ତି ମିଳିଥାଏ। ଏଥିରେ ଥିବା ମିଲନ୍‌ କ୍ୟାନସର ପ୍ରତିରୋଧୀ ଭାବେ କାମ କରିଥାଏ। ଏହା ଇନସୁଲିନ୍‌ କ୍ଷରଣକୁ ସ୍ବାଭାବିକ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

କାଲିଠୁ ନୌତପ ଆରମ୍ଭ; ତୁଳା ରାଶି ସମେତ ୪ରାଶିର ଫିଟିବ ଭାଗ୍ୟ, ଧନଲାଭ…

ସୂର୍ଯ୍ୟ ରୋହିଣୀ ନକ୍ଷତ୍ରରେ ପ୍ରବେଶ କରିବା ସମୟରେ ନୌତପ ଆରମ୍ଭ ହୁଏ। ନୌତପ ସମୟରେ, ନଅ ଦିନ ପ୍ରବଳ ଗରମ ସହ୍ୟ କରିବାକୁ ପଡ଼ିଥାଏ। ନୌତପ ମେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri