ମେଦବହୁଳତା ସମସ୍ୟା ନେଇ ଚିନ୍ତିତ କି ? ଖାଆନ୍ତୁ ଏହି ୫ ଫଳ

ପରିବର୍ତ୍ତିତ ଜୀବନଶୈଳୀ ମେଦବହୁଳତାର ମୁଖ୍ୟ କାରଣ। ଛୋଟରୁ ବଡ଼ ପ୍ରାୟ ସମସ୍ତେ ଏହାର ଶିକାର ହେଉଛନ୍ତି। ଏଥିରୁ ମୁକ୍ତି ପାଇବା ଲାଗି ନିଜ ଖାଦ୍ୟପେୟରେ ବିଶେଷ ଧ୍ୟାନ ଦେବା ଆବଶ୍ୟକ। ଅନେକ ସମୟରେ ଫଳରେ ସୁଗାର ରହିଥିବା ଯୋଗୁ ଏହା ଓଜନ ବଢ଼ାଇବ ଭାବି ଲୋକେ ତାହା ଖାଇ ନ ଥାନ୍ତି। ମାତ୍ର ଏପରି କରିବା ଉଚିତ ନୁହେଁ। କାରଣ ଏଥିରେ ବିଭିନ୍ନ ପୋଷକତତ୍ତ୍ୱ ରହିଥାଏ ଯାହା ଶରୀର ପାଇଁ ଆବଶ୍ୟକ। ତେବେ ଏପରି କିଛି ଫଳ ରହିଛି ଯାହା ଓଜନ୍‌ କମ୍‌ କରିବାରେ ସହାୟକ ହୋଇଥାଏ ଜାଣନ୍ତୁ ସେ ସମ୍ପର୍କରେ…..

ଷ୍ଟ୍ରବେରୀ ବା ଲିଚୁ : ଓଜନ୍‌ କରିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଷ୍ଟ୍ରବେରୀ ବା ଲିଚୁ ବହୁ ଉପକାରୀ। ୟୁଏସ୍‌ଡିଏ ଅଫ୍‌ ଏଗ୍ରିକକଲ୍‌ଚର ତଥ୍ୟ ଅନୁଯାୟୀ, ୧୦୦ ଗ୍ରାମ୍‌ ଷ୍ଟ୍ରବେରୀରେ ୮ ଗ୍ରାମ କାର୍ବୋହାଇଡ୍ରେଟ୍‌ ରହିଥାଏ। ଯାହା ଓଜନ୍‌ କମ୍‌ କରିବାରେ ସାହାଯ୍ୟ କରିଥାଏ

ତରଭୁଜ: ଓଜନ୍‌ କମ୍‌ କରିବାରେ ତରଭୁଜ ମଧ୍ୟ ଉପକାରୀ ହୋଇଥାଏ। ଏଥିରେ କମ୍‌ କ୍ୟାଲୋରୀ ଥାଏ। ୟୁଏସ୍‌ଡିଏ ଅନୁଯାୟୀ, ୧୦୦ ଗ୍ରାମ୍‌ ତରଭୁଜରେ ୮ ଗ୍ରାମ କାର୍ବୋହାଇଡ୍ରେଟ୍‌ ରହିଥାଏ। ଯାହା ଓଜନ୍‌ କମ୍‌ କରିଥାଏ।

ଜାମୁକୋଳି: ଏହା ମଧ୍ୟ ଓଜନ କମ୍‌ କରିଥାଏ। ମାତ୍ର ଏହାକୁ ଖାଇବା ବେଳେ ଧ୍ୟାନ ଦେବେ ଯେପରି ଅନ୍ୟ କାହା ସହ ନ ଖାନ୍ତି। ୧୦୦ ଗ୍ରାମ୍‌ ଜାମୁକୋଳିରେ ୧୦୦ ଗ୍ରାମ କାର୍ବୋହାଇଡ୍ରେଟ୍‌ ରହିଥାଏ।

ପିଚ୍‌: ଏହାକୁ ଖାଇଲେ ମଧ୍ୟ ଓଜନ୍‌ କମ୍‌ ହୋଇଥାଏ।

ଖରଭୁଜ: ଓଜନ୍‌ କମ୍‌ କରିବାରେ ଖରଭୁଜକୁ ମଧ୍ୟ ଏକ ବିକଳ୍ପ ଫଳ ଭାବେ ଗ୍ରହଣ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri