ମେ’ମାସରେ ଘମାଘୋଟ ଲଢ଼େଇ: ବାଗ୍‌ଚୀ

ଭୁବନେଶ୍ୱର, ୧।୫(ବ୍ୟୁରୋ): ମେ’ ମାସ ଆମପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। କରୋନା ଶତ୍ରୁ ସହ ଏ ମାସରେ ଘମାଘୋଟ ଲଢ଼େଇ ହେବ। ମାର୍ଚ୍ଚରେ ପ୍ରସ୍ତୁତି ହୋଇଥିବା ବେଳେ ଏପ୍ରିଲରେ ଯୁଦ୍ଧ କ୍ଷେତ୍ରରେ ଲଢ଼େଇ ହୋଇଛି। ମେ’ରେ ଘମାଘୋଟ ଲଢ଼େଇ ହେବ। ଏ ନେଇ ଶୁକ୍ରବାର ରାଜ୍ୟ ସରକାରଙ୍କ କରୋନା ମୁକାବିଲା କମିଟି ମୁଖ୍ୟ ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇଛନ୍ତି। ଆଗକୁ କରୋନାର ପୁନଃ ଆକ୍ରମଣ ହୋଇପାରେ ବୋଲି ମଧ୍ୟ ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?