ମେଲଛାମୁଣ୍ଡା ଶିଶୁମନ୍ଦିରରେ ଜନ୍ମାଷ୍ଟମୀ: ୧୬୭ ପ୍ରତିଯୋଗୀଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା

ଘେଁସ,୨୩।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଅନ୍ତର୍ଗତ ମେଲଛାମୁଣ୍ଡା ସରସ୍ବତୀ ଶିଶୁମନ୍ଦିରରେ ଶୁକ୍ରବାର ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ବହୁ ଛାତ୍ରୀଛାତ୍ର ରାଧାକୃଷ୍ଣ ବେଶରେ ସଜ୍ଜିତ ହୋଇ ଗ୍ରାମ ପରିକ୍ରମା କରିଥିଲେ। ଏଥିସହିତ ବିଦ୍ୟାଳୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ୩ଟି ବିଭାଗରେ ବିଭକ୍ତ କରାଯାଇ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ୧୬୭ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଦିବ୍ୟକିଶୋର ପଧାନ, ବିଦ୍ୟାଳୟ ପରିଚାଳନା ସମିତି ସମ୍ପାଦକ ସଞ୍ଜୀବ ନାୟକ, ଯୁଗ୍ମ ସମ୍ପାଦକ ଅମିୟ ଆଚାର୍ଯ୍ୟ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?