ମେଲୋଡି ଦେଖିବାକୁ ଯାଇଥିଲେ ଦିନେଶ, ହଠାତ୍‌ ହେଲା ମରଣାନ୍ତକ ଆକ୍ରମଣ: ଆଉ ତା’ପରେ…

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଖେଳ ପଡିଆଠାରେ ବୁଧବାର ରାତିରେ ଭବାନୀପାଟଣା ସଦର ବିଧାୟକଙ୍କ ଦ୍ୱାରା ଖେଳ ମେଳା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଉପଲକ୍ଷେ ମେଲୋଡି କାର୍ଯ୍ୟକ୍ରମ ଚାଲିଥିବା ସମୟରେ ୧୦ରୁ ଅଧିକ ଯୁବକ ସ୍ଥାନୀୟ କନାବିରା ଗାଁର ଦିନେଶ ଶବର(୨୪)ଙ୍କ ଉପରେ ହଠାତ୍‌ ମରଣାନ୍ତକ ଆକ୍ରମଣ କରିବା ସହ ପଛପଟେ ଛୁରି ମାରିଥିଲେ। ଫଳରେ ଘଟଣାସ୍ଥଳରେ ଦିନେଶ ଗୁରୁତର ହେବାରୁ ସ୍ଥାନୀୟ ଲୋକେ ଓ ପୋଲିସ ଉଦ୍ଧାର କରି ଆମ୍ବୁଲାନ୍ସ ସାହାଯ୍ୟରେ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ଖବର ପାଇ ଟାଉନଥାନା ପୋଲିସ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଥିବାବେଳେ ଛୁରାମାଡ ହୋଇଥିବା ଯୁବକଙ୍କ ପରିବାର ପକ୍ଷରୁ ବର୍ତ୍ତମାନ ସୁଦ୍ଧା କୌଣସି ଲିଖିତ ଅଭିଯୋଗ ହୋଇ ନ ଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ…

ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା

ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ…

୩ ବର୍ଷ ପରେ ଧାନ ଖଳା ନିର୍ମାଣ ଶେଷ: ବିଡିଓଙ୍କୁ ଧନ୍ୟବାଦ ଜଣାଇଲେ ଚାଷୀବୃନ୍ଦ

କେସିଙ୍ଗା,୨୧।୫(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ, ୭ଟି ସ୍ଥାନରେ ଏକକାଳୀନ ରେଡ୍‌

ଗୁଣପୁର,୨୧।୫(ସୁଜାତା ପାଢ଼ୀ) : ଭିଜିଲାନ୍ସ ଜାଲରେ ରାୟଗଡ଼ା କୋଲନରା ବ୍ଲକ୍‌ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ । ଆୟ ବହିର୍ଭୂତ…

ଝାରସୁଗୁଡାରେ ଲଜ୍ଜା, ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଯାଇଥିବା ବେଳେ ହସ୍ପିଟାଲରେ ନାବାଳିକାଙ୍କୁ ବଳାତ୍କାର

ଝାରସୁଗୁଡ଼ା,୨୧।୫(ଆଶିଷ ରଞ୍ଜନ ଦାଶ): ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ପବିତ୍ର ଚିକିତ୍ସାଳୟ ପରିସରରେ ଘଟିଯାଇଛି ଏକ ସଙ୍ଗୀନ ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଝାରସୁଗୁଡ଼ା ଜିଲା ମୁଖ୍ୟ…

ଫୋନରେ କଥା ହେଉହେଉ ହଠାତ୍ ଟ୍ରମ୍ପଙ୍କ ଉପରେ ରାଗିଗଲେ ନେତାନ୍ୟାହୁ, କହିଦେଲେ ଏହି ବଡ଼ କଥା

ଓ୍ବାଶିଂଟନ,୨୧।୫: ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷର ଭବିଷ୍ୟତ ରଣନୀତି ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ମଧ୍ୟରେ ଟେଲିଫୋନ୍ ଆଲୋଚନା…

ମମତାଙ୍କୁ ଲାଗିଲା ଜୋରଦାର ଝଟକା! ପ୍ରଥମେ ଶୋଚନୀୟ ପରାଜୟ, ଆଉ ଏବେ… ରାସ୍ତାକୁ ଓହ୍ଲାଇବେ ଦିଦି!

କୋଲକାତା,୨୧।୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ନେତ୍ରୀ ମମତା ବାନାର୍ଜୀଙ୍କ ଚିନ୍ତା ବୃଦ୍ଧି ପାଇଛି। ନିକଟରେ ରାଜ୍ୟ ବିଧାନସଭା ନିର୍ବାଚନରେ ଦମନମୂଳକ ପରାଜୟ ପରେ, ତାଙ୍କୁ…

ପରିବା ବିକାଳିଙ୍କ ଝିଅ ଯୁକ୍ତ ୨ ବିଜ୍ଞାନରେ ଟପ୍ପର: ଜିଲା ପାଇଁ ଆଣିଲେ ଗୌରବ

ମୋହନା,୨୧ା୫(ମନ୍ମଥ ମିଶ୍ର): ବାପା ଜଣେ ପରିବା ବ୍ୟବସାୟୀ, ହେଲେ ଝିଅ ଯୁକ୍ତ ଦୁଇ ବିଜ୍ଞାନରେ ୫୬୦ ନମ୍ବର ଆଣି ଜିଲା ପାଇଁ ଗୌରବ ଆଣିଛନ୍ତି। ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri