Posted inଖେଳ

ମେସିଙ୍କୁ ୟୁରୋପର ଗୋଲ୍ଡ ବୁଟ୍‌

ବାର୍ସିଲୋନା,୨୫।୫- ଆର୍ଜେଣ୍ଟିନା ଷ୍ଟାର ଲିଓନେଲ ମେସି ଚଳିତ ସିଜନରେ ୟୁରୋପର ସମସ୍ତ ଲିଗ୍‌ରେ ସର୍ବାଧିକ ସଂଖ୍ୟକ ଗୋଲକରି ଗୋଲ୍ଡ ବୁଟ୍‌ ହାତେଇଛନ୍ତି। କ୍ରମାଗତ ୩ୟ ଥର ପାଇଁ ଏହି ସମ୍ମାନ ହାସଲ କରିବାରେ ସେ ପ୍ରଥମ ଖେଳାଳି। ୟୁରୋପ ସର୍ବାଧିକ ଗୋଲ କରିବାରେ ମେସିଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ହେଉଛନ୍ତି କାଇଲିନ ଏମ୍‌ବାପେ। ବିଶ୍ୱକପ୍‌ ଚାମ୍ପିୟନ ଫ୍ରାନ୍ସ ଖେଳାଳିଙ୍କୁ ଅନ୍ତିମ ମ୍ୟାଚ୍‌ରେ ୪ ଗୋଲ ସ୍କୋର କରିବାର ଦରକାର ଥିଲା। ହେଲେ ପ୍ୟାରିସ ସେଣ୍ଟ ଜର୍ମେନ (ପିଏସ୍‌ଜି) କ୍ଲବ ପାଇଁ ଖେଳୁଥିବା ଏମ୍‌ବାପେ ବିଫଳ ହୋଇଥିଲେ। ମେସି ୩୬ ଗୋଲ କରିଥିବାବେଳେ ଏମ୍‌ବାପେ ୩୩ ସ୍କୋର କରିବାକୁ ସକ୍ଷମ ହୋଇଥିଲେ। ଆର୍ଜେଣ୍ଟିନା ଖେଳାଳିଙ୍କ ଜବରଦସ୍ତ ପ୍ରଦର୍ଶନ ବଳରେ ବାର୍ସିଲୋନା ଗତମାସରେ ଲା ଲିଗା ଟାଇଟଲ ହାତେଇଥିଲା। ମୁଁ ପୁରସ୍କାର ସମ୍ପର୍କରେ ଚିନ୍ତା କରୁନାହିଁ। ଆମେ ଏବେ ମଧ୍ୟ ଲିଭରପୁଲଠାରୁ ମିଳିଥିବା ପରାଜୟ ନେଇ ଦୁଃଖିତ। ବ୍ୟକ୍ତିଗତ ସଫଳତା ନେଇ ଉତ୍ସାହିତ ନୁହେଁ ବୋଲି ମେସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌…

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

IND vs ENG T20 : ଟସ୍‌ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍‌, ବୈଭବ କରିବେ ଓପନିଂ

ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍…

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ…

ଚର୍ଚ୍ଚା ସୃଷ୍ଟି କଲାଣି ବୈଭବ ସୂର୍ଯ୍ୟବଂଶୀଙ୍କ ‘New Chapter’ ଷ୍ଟୋରୀ, ଏହା ଡେବ୍ୟୁର ଏକ ସଙ୍କେତ ନା ଏକ ନୂଆ ସରପ୍ରାଇଜ? ଜାଣନ୍ତୁ…

ନୂଆଦିଲ୍ଲୀ,୪।୭: ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ଭାରତର ପ୍ରତିଭାବାନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କେବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ। ଏହି ଶନିବାର ମାଞ୍ଚେଷ୍ଟରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri