Posted inଖେଳ

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗୁରୁତର ଆହତ ହୋଇଛନ୍ତି। ଜାନୁଆରୀ ୩ରେ ହେବାକୁ ଥିବା ମାରିଆଙ୍କ ବିବାହ ସ୍ଥଗିତ ରଖାଯାଇଛି।

ମେସିଙ୍କ ଭଉଣୀ ସୋଲଙ୍କ ମେରୁଦଣ୍ଡ ଭାଙ୍ଗିଯାଇଛି। ତାଙ୍କ ଗୋଡ଼ରେ ମଧ୍ୟ ଆଘାତ ଲାଗିଛି। ସୌଭାଗ୍ୟବଶତଃ ସେ ସୁରକ୍ଷିତ ଏବଂ ବିପଦମୁକ୍ତ। ମାରିଆ ସୋଲ ହେଉଛନ୍ତି ମେସିଙ୍କ ସାନ ଭଉଣୀ।

ମେସିଙ୍କ ଭଉଣୀ ଜାନୁଆରୀ ୩ରେ ଇଣ୍ଟର୍‌ ମିଆମି ପ୍ରଶିକ୍ଷକ ଜୁଲିଆନ ଟୁଲି ଆରେଲାନୋଙ୍କୁ ବିବାହ କରିବାର କାର୍ଯ୍ୟକ୍ରମ ଥିଲା। ମେସି ଏପର୍ଯ୍ୟନ୍ତ ଏହି ବିଷୟରେ କୌଣସି ମନ୍ତବ୍ୟ ଦେଇନାହାଁନ୍ତି। ସେ କିଛି ଦିନ ପୂର୍ବରୁ ତିନି ଦିନ ପାଇଁ ଭାରତ ଆସିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri