ମେସେଜିଂ ଆପ୍‌ ଟୋଟୋକ୍‌କୁ ହଟାଇଲେ ଗୁଗୁଲ ଏବଂ ଆପଲ୍‌

ଓ୍ବାଶିଂଟନ,୨୪।୧୨: ଗୁଗୁଲ ଏବଂ ଆପଲ୍‌ ନିଜ ନିଜର ଆପ୍‌ ଷ୍ଟୋର୍‌ରୁ ମେସେଜିଂ ଆପ୍‌ ଟୋଟୋକ୍‌କୁ ହଟାଇଛନ୍ତି। ୟୁଏଇ ପାଇଁ ଏହି ଆପ୍‌ ଗୁପ୍ତଚରୀ କରୁଥିବା ଅଭିଯୋଗ ଆସିବା ପରେ ଗୁଗୁଲ ଏବଂ ଆପଲ୍‌ ପକ୍ଷରୁ ଏପରି କରାଯାଇଥିବା କୁହାଯାଉଛି। ନ୍ୟୁୟର୍କ ଟାଇମ୍ସ୍‌ ଅନୁସାରେ ଏହି ଆପ୍‌ର ମାଲିକ ଏବଂ ଆବୁଧାବିର ହ୍ୟାକିଂ କମ୍ପାନୀ ଡାର୍କ ମେଟର ମଧ୍ୟରେ ଭଲ ସମ୍ପର୍କ ରହିଛି। ଏହି ଆପ୍‌କୁ ଚଳିତ ବର୍ଷ ଆରମ୍ଭରେ ପ୍ରସ୍ତୁତ କରାଯାଇଥିଲା। ସୂଚନାଯୋଗ୍ୟ, ୟୁଏଇରେ ହ୍ବାଟସ୍‌ଆପ୍‌ ଏବଂ ସ୍କାଇପ ମେସେଜିଂ ଆପ୍‌ ଉପରେ ପ୍ରତିବନ୍ଧକ ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧ ଟଙ୍କାରେ ୧ ଲକ୍ଷ କୋଟି ଟଙ୍କା ବିବାଦର ସମାଧାନ କରିବେ ସୁପ୍ରିମକୋର୍ଟ: ଜାଣନ୍ତୁ ଚର୍ଚ୍ଚିତ ମାମଲା ବିଷୟରେ

ନୂଆଦିଲ୍ଲୀ,୧୬।୭: ଦେଶର ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକ ମଧ୍ୟରୁ ଅନ୍ୟତମ କଲ୍ୟାଣୀ ପରିବାର ସହିତ ଜଡିତ ପାରିବାରିକ ବିବାଦ ଏକ ଗୁରୁତ୍ୱପୂର୍ଣ୍ଣ ଆଇନଗତ ମୋଡ଼ରେ ପହଞ୍ଚିଛି। ପ୍ରାୟ ୧…

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ, କହିଲେ ପୁଣି ସେମିତି କରିବାକୁ ଯାଉଛନ୍ତି ସରକାର…

ନୂଆଦିଲ୍ଲୀ,୧୬।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ସମୟରେ, କେନ୍ଦ୍ରର ମୋଦି ସରକାର ପୁଣି ଥରେ ସୀମା ନିର୍ଦ୍ଧାରଣ ବିଲ…

ଡାକ୍ତର ସ୍ବାମୀଙ୍କୁ ହତ୍ୟା, ପୁଅକୁ ଛୁରାମାଡ଼; ପାଖରେ ବସି ଫୋନ୍‌ ଦେଖୁଥିଲେ ସ୍ତ୍ରୀ

ବେଙ୍ଗାଲୁରୁ,୧୬ା୭: କର୍ନାଟକର ହୁବାଲିରୁ ଏକ ଆଶ୍ଚର୍ଯ୍ୟଜନକ ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଡାକ୍ତରଙ୍କ ମୃତଦେହ ତାଙ୍କ ଆପାର୍ଟମେଣ୍ଟ ଭିତରୁ ମିଳିଛି। ତାଙ୍କ ଆଠ…

ଜୁଲାଇ ୧୯ରୁ ଏହି ୪ ରାଶିଙ୍କ ପାଇଁ ଆରମ୍ଭ ହେବ ସୁବର୍ଣ୍ଣ ସମୟ: ଶନି-ମଙ୍ଗଳ ଆଣିବେ ବମ୍ପର ରୋଜଗାର

ଜୁଲାଇ ମାସର ଅବଶିଷ୍ଟ ଦିନଗୁଡ଼ିକ ଗ୍ରହ ପରିବର୍ତ୍ତନ ଦୃଷ୍ଟିରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ହେବାକୁ ଯାଉଛି। ୧୯ ଜୁଲାଇରେ ଏକ ଶୁଭ ଯୋଗ ସୃଷ୍ଟି ହେଉଛି। ପ୍ରାୟ ରାତି…

ଶ୍ରୀକ୍ଷେତ୍ରରେ ବଡ଼ ଅଘଟଣ, ଅଣନିଶ୍ବାସୀ ହୋଇ ଚାଲିଗଲା ଭକ୍ତଙ୍କ ପ୍ରାଣ!

ପୁରୀ,୧୬।୭: ଶ୍ରୀକ୍ଷେତ୍ର ପୁରୀରେ ବଡ଼ ଅଘଟଣ ଘଟିଯାଇଛି । ଅଣନିଃଶ୍ବାସୀ ହୋଇ ଜଣେ ଭକ୍ତଙ୍କର ମୃତ୍ୟୁ ଘଟିଛି । ପୁରୀ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି…

ସି ଜିନପିଙ୍ଗଙ୍କ ଶୟନ କକ୍ଷକୁ କରାଗଲା ଟାର୍ଗେଟ, ୮୦ ବର୍ଷ ପର୍ଯ୍ୟନ୍ତ ଅନୁତାପ କଲା ଜାପାନ, ଏବେ ସେହି କାମ କରିବାକୁ ଯାଉଛି…

ନୂଆଦିଲ୍ଲୀ/ବେଜିଂ,୧୬।୭: ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ, ଜାପାନ ଏକ ନିଷ୍ପତ୍ତି ନେଇଥିଲା: ଏହା ବିଶ୍ୱର ଏକ ପ୍ରମୁଖ ସାମରିକ ଶକ୍ତି ହେବ ନାହିଁ, ଆକ୍ରମଣାତ୍ମକ ଗୁପ୍ତଚର କାର୍ଯ୍ୟ କରିବ…

ରଥଯାତ୍ରାରେ ଅଘଟଣ, ଖେଳୁଥିବା ବେଳେ ଗାଡିଆରେ ବୁଡ଼ି ୩ବର୍ଷ ଶିଶୁର ମୃତ୍ୟୁ

ବୈଶିଙ୍ଗା,୧୬।୭(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଉପକଣ୍ଠ ମହୁରୀ ଗ୍ରାମରେ ଗୁରୁବାର ପବିତ୍ର ରଥଯାତ୍ରା ଉପଲକ୍ଷେ ସମଗ୍ର ଅଞ୍ଚଳରେ ଆଧ୍ୟାତ୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଲାଗି ରହିଥିବା…

ଛେରାପହଁରା କରିବାକୁ ଆସିଥିଲେ ଉପଜିଲାପାଳ, ରଥ ଆଗରେ ଶୋଇ ପ୍ରତିବାଦ କଲେ ଭକ୍ତ

ନୟାଗଡ଼,୧୬ା୭(ଲୋକନାଥ ମିଶ୍ର): ରଥଯାତ୍ରାରେ ଛେରାପହଁରା ପରି ସେବାକୁ ଉପଜିଲାପାଳ କର୍ଣଦେବ ସମାଦାର କରିବା ପାଇଁ ଯିବାବେଳେ ବିରୋଧର ସମ୍ମୁଖୀନ ହୋଇଛନ୍ତି। ପ୍ରତିବାଦରେ ରଥ ସମ୍ମୁଖରେ ଭକ୍ତ ଶାନ୍ତିପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri