Posted inଜାତୀୟ

ମେହବୁବାଙ୍କ ଅଟକକୁ ନେଇ ଜମ୍ମୁ-କଶ୍ମୀର ପ୍ରଶାସନକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୨୭ା୨(ଆଇଏଏନ୍‌ଏସ୍‌): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ନେତ୍ରୀ ମେହବୁବା ମୁଫ୍‌ତିଙ୍କ ଅଟକକୁ ନେଇ ସୁପ୍ରିମକୋର୍ଟ ବୁଧବାର ଜମ୍ମୁ-କଶ୍ମୀର ପ୍ରଶାସନକୁ ନୋଟିସ ଜାରି କରିଛନ୍ତି। ସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ)ରେ ମେହବୁବାଙ୍କ ଅଟକକୁ ତାଙ୍କ ଝିଅ ଇଲତିଜା ମୁଫ୍‌ତି ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ଜଷ୍ଟିସ ଅରୁଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଖଣ୍ଡପୀଠ ଏନେଇ ଜମ୍ମୁ-କଶ୍ମୀର ପ୍ରଶାସନକୁ ଜବାବ ମାଗିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୧୮ରେ ହେବ। ୩୭୦ ଉଚ୍ଛେଦ ସହ ମେହବୁବା ଓ ଅନ୍ୟ ପ୍ରମୁଖ ନେତାମାନଙ୍କୁ ଅଟକ ରଖାଯାଇଥିଲା। ପରେ ତାଙ୍କ ବିରୋଧରେ ପିଏସ୍‌ଏ ଲାଗୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫ ସୁଦ୍ଧା ଦିଲ୍ଲୀ ଜିମ୍‌ଖାନା ପରିସର ଦଖଲକୁ ନିଆଯିବ ନାହିଁ

ନୂଆଦିଲ୍ଲୀ,୨୭ା୫: ଔପନିବେଶୀୟ ଯୁଗରୁ ରହିଆସିଥିବା ଦିଲ୍ଲୀ ଜିମ୍‌ଖାନା ପରିସରକୁ କେନ୍ଦ୍ର ସରକାର ଜୁନ୍‌ ୫ ସୁଦ୍ଧା ବଳପୂର୍ବକ ଦଖଲକୁ ନେବେ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟଙ୍କୁ…

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri